ଡିପ୍ରେସନର ରୂପ ନେଲା ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ଅଧିକ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦୀପାବଳିକୁ ଫିକା କଲା ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଡିପ୍ରେସନର ରୂପ ନେଇଛି । ଆଜି ରାତି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଏହା ପୁରୀ ଏବଂ ଚାନ୍ଦବାଲି ଦେଇ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିଛି।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଆହୁରି ଅଧିକ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି। ପାଣିପାଗ […]

Rakesh Mallick
  • Published: Thursday, 19 October 2017
  • Updated: 19 October 2017, 04:35 PM IST

Sports

Latest News

ଭୁବନେଶ୍ୱର: ଦୀପାବଳିକୁ ଫିକା କଲା ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଡିପ୍ରେସନର ରୂପ ନେଇଛି । ଆଜି ରାତି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଏହା ପୁରୀ ଏବଂ ଚାନ୍ଦବାଲି ଦେଇ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିଛି।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ଆହୁରି ଅଧିକ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି। ପାଣିପାଗ ବିଭାଗ । ଏହି ସମୟରେ ଘଣ୍ଟା ପ୍ରତି ୪୫ରୁ ୬୫ କିମି ବେଗରେ ପବନ ମଧ୍ୟ ବହିପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos