ଡିପ୍‌ ଡିପ୍ରେସନର ରୂପ ନେଲା ଲଘୁଚାପ: ଓଡ଼ିଶାର ୬ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଡିପ୍ରେସନରୁ ଡିପ୍ ଡିପ୍ରେସନର ରୂପ ନେଇଛି। ଏହା ଚେନ୍ନାଇଠାରୁ ୭୩୦ କିଲୋମିଟର ଦୂରରେ ରହିଥିବା ବେଳେ ମଛଲିପଟ୍ଟନମଠାରୁ ୯୩୦ କି.ମି. ଦୂରରେ ରହିଛି। ଏହା ପୂର୍ବ ଓ ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଘୂର୍ଣ୍ଣିଝଡ଼ ରୂପ ନେବାର ସମ୍ଭାବନା ଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ସିଭିୟର […]

rain..8

rain..8

Tapaswini Nayak
  • Published: Saturday, 15 December 2018
  • Updated: 15 December 2018, 03:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଡିପ୍ରେସନରୁ ଡିପ୍ ଡିପ୍ରେସନର ରୂପ ନେଇଛି। ଏହା ଚେନ୍ନାଇଠାରୁ ୭୩୦ କିଲୋମିଟର ଦୂରରେ ରହିଥିବା ବେଳେ ମଛଲିପଟ୍ଟନମଠାରୁ ୯୩୦ କି.ମି. ଦୂରରେ ରହିଛି। ଏହା ପୂର୍ବ ଓ ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ହୋଇଛି।
ଆସନ୍ତା ୧୨ ଘଣ୍ଟାରେ ଏହା ଘୂର୍ଣ୍ଣିଝଡ଼ ରୂପ ନେବାର ସମ୍ଭାବନା ଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି।
ଆସନ୍ତା ୨୪ ଘଣ୍ଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ୧୭ ତାରିଖ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡା ଏବଂ ଓଙ୍ଗଲ ମଧ୍ୟରେ ସ୍ଥଳଭାଗ ଛୁଇଁବ।
ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ଏବଂ ୧୭ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବର୍ଷା ହେବା ସହ କୋହଲା ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ବିଶେଷ କରି ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର। ଏହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ଏହାସହ ଅମଳ ହୋଇ ବିଲରେ ପଡ଼ିଥିବା ଫସଲକୁ ସୁରକ୍ଷା ଦେବାକୁ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଏଣ୍ଟ ରିଲିଫ୍ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।
ସେ କହିଛନ୍ତି, “ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓୟୁଏଟି ଓ କୃଷି ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story