୪୮ ଘଣ୍ଟା ମଧ୍ୟରେ ଲଘୁଚାପ: ଆଜି ଏହି ସବୁସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଭଲ ବର୍ଷା ହେବ।”ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।   ସେ କହିଛନ୍ତି,“ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର […]

rain-2

rain-2

Tapaswini Nayak
  • Published: Thursday, 18 July 2019
  • Updated: 18 July 2019, 11:43 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଭଲ ବର୍ଷା ହେବ।”ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ସହ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ, ଓ ନୟାଗଡ଼।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story