ଦେଶରେ ଦକ୍ଷତାର ବିକାଶ ପାଇଁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଉଛି: ଆରପି ରୁଡ୍ଡୀ

ଭୁବନେଶ୍ୱର: ସମଗ୍ର ଦେଶରେ କିଭଳି ଦକ୍ଷତା ବିକାଶ କରାଯାଇ ପାରିବ ସେ ନେଇ ପ୍ରସ୍ତୁତ କରାଯାଉଛି ସ୍ୱତନ୍ତ୍ର ଯୋଜନା। ଦେଶର ସମସ୍ତ ଅଞ୍ଚଳରେ ଥିବା ଦକ୍ଷାତାର ବିକାଶ ପାଇଁ ଯୋଜନା କରିବା ପୂର୍ବରୁ ପରାମର୍ଶଦାତାଠାରୁ ମତ ସଂଗ୍ରହ କରାଯାଉଥିବା ସୂଚନା ଦେଇଛନ୍ତି କେନ୍ଦ୍ର ଦକ୍ଷତା ବିକାଶ ମନ୍ତ୍ରୀ ରାଜୀବ ପ୍ରତାପ ରୁଡ୍ଡୀ।

ଯୋଜନା ପ୍ରସ୍ତୁତ କରିବାକୁ ଭୁବନେଶ୍ୱରରେ ଆୟୋଜିତ ସଂସଦୀୟ କମିଟି ବୈଠକରେ ସେ ଯୋଗଦେଇ ଏହା କହିଛନ୍ତି। ଏହାସହ ସାରା ଦେଶରେ ଆଇଟିଆଇଗୁଡିକର ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ଦକ୍ଷତା ବିକାଶ ରାଷ୍ଟ୍ରମନ୍ତ୍ରୀ ରୁଡ୍ଡୀ।

ଆହୁରି ପଢ଼ନ୍ତୁ

ମାଲକାନଗିରିରେ ବନ୍ୟା ପରିସ୍ଥିତି; ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ

ଡାକ୍ତରମାନଙ୍କୁ ଏହି ପରାମର୍ଶ ଦେଲେ ହାଇକୋର୍ଟ

୧୫ରୁ ଖୋଲିବ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଓପିଡି

ନୂଆ କାରଖାନା ପାଇଁ ହଜାରେ ଦିନ କୋହଳ ହେବ ନିୟମ, ୨୦ ପ୍ରସ୍ତାବକୁ ମଞ୍ଜୁରୀ

ନୂଆଁଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

୨୪ ଘଣ୍ଟା ବିତିଲା, କ୍ୟାପିଟାଲ ଥାନା ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ କରୁନି ପୁଲିସ  

ବଢୁଛି ଟେଷ୍ଟିଂ, କମୁଛି ପଜିଟିଭ୍ ସଂଖ୍ୟା

ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଜୟଦେବ ବିହାରରେ ଏକ ହୋଟେଲର ୧୮ କର୍ମଚାରୀଙ୍କୁ କରୋନା

ଟେନ୍‌ସନ୍‌ ବଢ଼ାଇଲା ଜାଲୁଆ ସାହି, ଆଜି ପୁଣି ୨୪ ଆକ୍ରାନ୍ତ ଚିହ୍ନଟ

ଭାଇରାଲ୍ ଅଡ଼ିଓ ସହ କ’ଣ ଥିଲା ଲକ୍ଷ୍ମୀକାନ୍ତଙ୍କ ସାଲାରି ସ୍ଲିପ୍‌ର ସମ୍ପର୍କ ? କ’ଣ ଖୋଜୁଥିଲା ପୁଲିସ

ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଜମିହରାଙ୍କୁ ମିଳିବ ଜମି