Advertisment

ଝୁଲି ଝୁଲି ସ୍ନାନବେଦୀକୁ ଆସିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ

ଆଜି ଦେବସ୍ନାନ ପୂର୍ଣ୍ଣିମା। ଆଜି ୧୦୮ ଗରା ପବିତ୍ର ଜଳରେ ସ୍ନାନ କରିବେ ଶ୍ରୀଜିଉ। ଝୁଲି ଝୁଲି ସ୍ନାନବେଦୀକୁ ଆସିଲେ ଜଗନ୍ନାଥ।

author-image
Manoj Swain

ଆଜି ଦେବସ୍ନାନ ପୂର୍ଣ୍ଣିମା। ଆଜି ୧୦୮ ଗରା ପବିତ୍ର ଜଳରେ ସ୍ନାନ କରିବେ ଶ୍ରୀଜିଉ। ଝୁଲି ଝୁଲି ସ୍ନାନବେଦୀକୁ ଆସିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। 

Advertisment
Sri Jagannath Snana Yatra