ଶ୍ରୀମନ୍ଦିର ପରିସରରେ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ: ଶ୍ରୀମନ୍ଦିର ପରିସରରେ ଏକ ଅଘଟଣ ଘଟିଛି।  ମନ୍ଦିର ପରିସରରେ ପଡ଼ିଯାଇ ଜଣେ ବଙ୍ଗୀୟ ପର୍ଯ୍ୟଟକ ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ପର୍ଯ୍ୟଟକ ଜଣକ ହେଲେ କୋଲକାତା ଚୌଧୁରୀ ଲେନର ସୁରଜିତ ମଲ୍ଲିକ।

ଆହୁରି ପଢ଼ନ୍ତୁ

ଶାରଳା ପୁରସ୍କାର ପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ମନୋଜ ପଣ୍ଡାଙ୍କ ବିୟୋଗ

୨ ଲକ୍ଷ ପିଲାଙ୍କ ପାଇଁ ପରୀକ୍ଷା କରିବା ସମ୍ଭବ ନୁହେଁ: କେନ୍ଦ୍ରକୁ ଜଣାଇଲା ଓଡ଼ିଶା

ସଚିବସ୍ତରୀୟ ବୈଠକ: ମହାମାରୀରେ ବି ରାଜ୍ୟର ଅଣଟିକସ ରାଜସ୍ୱ ବୃଦ୍ଧି

କେଉଁ ଫର୍ମୁଲାକୁ ଅପଣାଇବେ ସରକାର? ସ୍କୁଲ ଖୋଲିଲେ ନିଷ୍ପତ୍ତି

କେନ୍ଦ୍ରାପଡ଼ାବାସୀଙ୍କୁ ଖୁସି ଖବର ଦେଲେ ବୈଜୟନ୍ତ

ବିଜେଡିକୁ ମିଳୁନାହାନ୍ତି ଦକ୍ଷ-ସ୍ୱଚ୍ଛ ଯୁବ ଓ ଛାତ୍ର ମୁଖିଆ, କସରତ ଜାରି

ମୋ ହାତରେ ଲାଗିଛି ପ୍ରମାଣ, ସବୁ ଖୋଲାସା କରିବି

ମଦ୍ୟପଙ୍କ ମନର ବେଦନା ଶୁଣିଲେ ସରକାର! ରେଟ୍‌ କମିଲା

ଆରୋଗ୍ୟ ହେଲେ ୪୦୧ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ହୋଲଡିଂ ଟିକସ ରିହାତି ଅବଧି ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି

ଦଳୀୟ କାର୍ଯ୍ୟକ୍ରମରେ ମନ୍ତ୍ରୀ ମାନିଲେନି ସାମାଜିକ ଦୂରତ୍ୱ

ତୁମେ ଯେତେବେଳେ ମୋ ଚାମ୍ବରକୁ ଆସ…