ଫିକା ପଡ଼ିଲା କାର୍ତ୍ତିକ ପୂର୍ଣ୍ଣିମା; ଶ୍ରୀଜିଉଙ୍କ ସୁନାବେଶ ଦର୍ଶନରୁ ବଂଚିତ ଶ୍ରଦ୍ଧାଳୁ

ପୁରୀ(ଓଡ଼ିଶା ରିପୋର୍ଟର): ଧର୍ମମାସ କାର୍ତ୍ତିକର ଆଜି ଶେଷ ଦିନ । ମାସକ ଯାକ ନିଷ୍ଠାର ସହ ବ୍ରତ ପାଳୁଥିବା ହବିଷ୍ୟାଳୀ ଆଜି ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରି ବ୍ରତ ଶେଷ କରିଥାନ୍ତି।  ହେଲେ କରୋନା କଟକଣା ପାଇଁ ଫିକା ପଡିଯାଇଛି ପରମ୍ପରା । ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଫଳରେ କାର୍ତ୍ତିକ ପୂର୍ଣ୍ଣମୀରେ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନରୁ ବଂଚିତ ହେବେ ଶ୍ରଦ୍ଧାଳୁ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର […]

puri

puri

Niharika Rout
  • Published: Friday, 19 November 2021
  • Updated: 19 November 2021, 07:57 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଧର୍ମମାସ କାର୍ତ୍ତିକର ଆଜି ଶେଷ ଦିନ । ମାସକ ଯାକ ନିଷ୍ଠାର ସହ ବ୍ରତ ପାଳୁଥିବା ହବିଷ୍ୟାଳୀ ଆଜି ଠାକୁରଙ୍କ ପାଖରେ ପୂଜାର୍ଚ୍ଚନା କରି ବ୍ରତ ଶେଷ କରିଥାନ୍ତି।  ହେଲେ କରୋନା କଟକଣା ପାଇଁ ଫିକା ପଡିଯାଇଛି ପରମ୍ପରା ।

ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଫଳରେ କାର୍ତ୍ତିକ ପୂର୍ଣ୍ଣମୀରେ ଶ୍ରୀଜିଉଙ୍କ ସୁନାବେଶ ଦର୍ଶନରୁ ବଂଚିତ ହେବେ ଶ୍ରଦ୍ଧାଳୁ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏହି ପର୍ବ ପାଳିବାକୁ ସବୁଠି ଥାଏ ଉତ୍ସାହ । ହେଲେ କରୋନା କଟକଣା ପାଇଁ ଫିକା ପଡିଯାଇଛି ପରମ୍ପରା ।

କରୋନା କଟକଣା ଯୋଗୁ  କିଛି ସ୍ଥାନରେ ବୋଇତ ବନ୍ଦାଣ ବନ୍ଦ ଥିବା ବେଳେ ଆଉ କେତେକ ସ୍ଥାନରେ କଟକଣାକୁ ଫୁ କରି ଲୋକେ ବୋଇତ ଭସାଣ କରିଥିବା ଦେଖିବାକୁ ମିଳିଛି । ପୁରୀ ସମୁଦ୍ର ବେଳାଭୂମୀରେ ଲୋକେ ଡଙ୍ଗା ଭସାଣ କରୁଥିବା ଦେଖିବାକୁ ମିଳିଛି।

କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଣର ବିଧି ଶହ ଶହ ବର୍ଷ ପୁରୁଣା ପରମ୍ପରା ରହିଛି  । ତେଣୁ ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏହି ପର୍ବ ପାଳିବାକୁ ସବୁଠି ଲୋକଙ୍କ ମଧ୍ୟରେ ଉତ୍ସାହ ରହିଥାଏ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story