ପୁରୀ(ଓଡ଼ିଶା ରିପୋର୍ଟର): ଅଫିସ୍ କାମ ବାହାନା କରି କୌଣସି ଜିଲ୍ଲା ବାହାରର ପୁଲିସ୍ ପୁରୀକୁ ଯାଇପାରିବେ ନାହିଁ । ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଜିଲ୍ଲାର ପୁଲିସ୍ ଅଧିକାରୀଙ୍କ ପୁରୀ ଯିବା ଉପରେ କଟକଣା ଲଗାଇଛନ୍ତି ପୁଲିସ୍ ଡିଜି ଅଭୟ। ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏଭଳି ଗାଇଡଲାନ୍ ଜାରି କରିଛନ୍ତି ଡିଜିପି ।
ଆବଶ୍ୟକ ପଡିଲେ ରାଜ୍ୟ ପୁଲିସ୍ ମୁଖ୍ୟାଳୟରୁ ଅନୁମତି ନେଇ ପୁରୀ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । କିଛି ମାସ ତଳେ ଲକଡାଉନ୍ ପିରିଅଡରେ ଯାଜପୁର ପୁଲିସ୍ର ଜଣେ ଅଧିକାରୀ ପୁରୀ ଯାଇ ଶ୍ରୀମନ୍ଦିର ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ। ଏହାକୁ ନେଇ ସେତେବେଳେ ବେଶ୍ ଚର୍ଚ୍ଚା ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜବରଦଖଲ ଉଚ୍ଛେଦ ପାଇଁ ଲାଗିଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।