ସ୍ମିତାରାଣୀ ହତ୍ୟାର ତଦନ୍ତକୁ ଦିଗହରା କରିବାକୁ ପୁଲିସ୍‌ ଡିଜିଙ୍କୁ ହଟାଯାଇଛି: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟାର ତଦନ୍ତକୁ ଦିଗହରା କରିବା ନିମନ୍ତେ ପୁଲିସ ଡିଜି ବିକେ ଶର୍ମାଙ୍କୁ ହଟାଯାଇଛି ବୋଲି ବିଜେପି ଅଭିଯୋଗ କରିଛି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଜି ବିଜେପି ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ରାଜ୍ୟରେ ଫାସିବାଦୀ ସରକାର ଚାଲିଛି। ବିଧାନସଭା ଭିତରେ ସ୍ମିତାରାଣୀ ଦୁଷ୍କର୍ମ ଏବଂ ହତ୍ୟା ମାମଲା ପ୍ରସଙ୍ଗରେ ଶାସକ ଦଳ କୌଣସି ଆଲୋଚନା କରାଇ ନଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ପୁଲିସ ଓ […]

lekhashree

lekhashree

Jitendra Garnayak
  • Published: Tuesday, 26 November 2019
  • Updated: 26 November 2019, 07:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟାର ତଦନ୍ତକୁ ଦିଗହରା କରିବା ନିମନ୍ତେ ପୁଲିସ ଡିଜି ବିକେ ଶର୍ମାଙ୍କୁ ହଟାଯାଇଛି ବୋଲି ବିଜେପି ଅଭିଯୋଗ କରିଛି।

ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଜି ବିଜେପି ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ରାଜ୍ୟରେ ଫାସିବାଦୀ ସରକାର ଚାଲିଛି। ବିଧାନସଭା ଭିତରେ ସ୍ମିତାରାଣୀ ଦୁଷ୍କର୍ମ ଏବଂ ହତ୍ୟା ମାମଲା ପ୍ରସଙ୍ଗରେ ଶାସକ ଦଳ କୌଣସି ଆଲୋଚନା କରାଇ ନଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ପୁଲିସ ଓ ଗୃହ ବିଭାଗ ଉଭୟ ମହିଳାଙ୍କୁ ବଳି ପକାଇ ବିଜେଡିକୁ ସୁରକ୍ଷା ଦେଉଛନ୍ତି। ବିଜେଡିର ପ୍ରଭାବଶାଳୀ ନେତାଙ୍କୁ ସୁରକ୍ଷା ଦେବା ପାଇଁ ପୁଲିସ କାର୍ଯ୍ୟ କରୁଛି। ବିଜେଡିର ପ୍ରଭାବଶାଳୀ ନେତା, ବିଧାୟକ, ମନ୍ତ୍ରୀ , ରାମକୋ ଅଧିକାରୀଙ୍କ ସହ ତୃତୀୟ ମହଳାର ଲିଙ୍କ୍ ଥିବା ଯୋଗୁଁ ଶାସକ ଦଳ ନିର୍ଦ୍ଦେଶରେ ସ୍ମିତାରାଣୀ ଘଟଣାରେ ପୁଲିସ ତଥ୍ୟ ପ୍ରମାଣ ନଷ୍ଟ କରିଛି।

ସେ ଆହୁରି କହିଛନ୍ତି, ରାଜ୍ୟରେ ଦିନକୁ ୭ ଜଣ ନାବାଳିକା ଦୁଷ୍କର୍ମରେ ଶିକାର ହେଉଥିବାବେଳେ ବିଜେଡିର ମୁଖପାତ୍ରମାନେ ‘ସବୁ ଠିକ୍ ଚାଲିଛି, ସରକାର ତାଙ୍କ କାମ କରୁଛନ୍ତି, ପୁଲିସ୍‌ ନିଷ୍କ୍ରିୟ ନାହିଁ ବୋଲି କହି ବାହାବା ମାରୁଛନ୍ତି। ବିଜେଡିର କ୍ଷମତାର ବାଟରେ ଯିଏ ଆସିବ ତାଙ୍କୁ ରାସ୍ତାରୁ ହଟେଇବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ଅପଉଦ୍ୟମ ଚଲାଇଛନ୍ତି। ରାଜ୍ୟରେ ମହିଳା ଓ ନାବାଳିକାଙ୍କ ସହ ଦୁଷ୍କର୍ମ ବଢ଼ିବାରେ ଲାଗିଛି । ଚଳିତ ବର୍ଷ ପ୍ରଥମ ୬ ମାସ ଭିତରେ ୧୧୪୯ ମହିଳାଙ୍କ ମଧ୍ୟରୁ ୬୦୪ଟି ନାବାଳିକାଙ୍କ ସହ ଦୁଷ୍କର୍ମ ହୋଇଛି। ଗତକାଲି ବିଧାନସଭାରେ ଖୋଦ୍ ଗୃହ ରାଷ୍ଟ୍ରମନ୍ତ୍ରୀ ଏହାକୁ ସ୍ୱୀକାର କରିଛନ୍ତିା

ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ୍‌ ତେଣ୍ଟୋଇ ଗାଁରେ ରହୁଥିବା ଜଣେ ଦଳିତ ନାବାଳିକା ସହ ଦୁଷ୍କର୍ମ ହେବା ପରେ ପୁଲିସ୍ ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ସେହିପରି ବହୁଚର୍ଚ୍ଚିତ ସ୍ମିତାରାଣୀ ହତ୍ୟାକାଣ୍ଡ ଭଳି ଘଟଣା ପରେ ବି ରାଜ୍ୟ ସରକାର ନା ବିଧାନସଭା ଭିତରେ ନା ବାହାରେ ଏହି ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ଚର୍ଚ୍ଚା କରିବାକୁ ପ୍ରସ୍ତୁତ ଅଛନ୍ତି । ଏପରିକି ଗଣତନ୍ତ୍ରର ମନ୍ଦିର ବିଧାନସଭା ଭିତରେ ସ୍ମିତାରାଣୀ ଦୁଷ୍କର୍ମ ଏବଂ ହତ୍ୟା ମାମଲା ପ୍ରସଙ୍ଗରେ ଶାସକ ଦଳ କୌଣସି ଆଲୋଚନା କରାଇନଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକା ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇବାରେ ସଂପୂର୍ଣ୍ଣ ଭାବେ ବିଫଳ ହୋଇଛନ୍ତି ବୋଲି ଶ୍ରୀମତୀ ସାମନ୍ତସିଂହାର ଅଭିଯୋଗ କରିଛନ୍ତି।

ଗୃହ ବିଭାଗର ମୁଖିଆ ଭାବେ ମୁଖ୍ୟମନ୍ତ୍ରୀଙ୍କର ମୌଳିକ ଦାୟିତ୍ୱ ହେଉଛି ମହିଳାଙ୍କୁ ସୁରକ୍ଷା ଦେବା, ମାତ୍ର ସେ ଓଲଟା ବିଧାନସଭାରେ କହୁଛନ୍ତି କି ମହିଳା ଦୁଷ୍କର୍ମ ଉପରେ ବିରୋଧୀ ରାଜନୀତିକରଣ ବନ୍ଦ କରନ୍ତୁ। ଯିଏ ମହିଳାମାନଙ୍କ ସମ୍ମାନ, ସୁରକ୍ଷା ଏବଂ ପ୍ରତିଷ୍ଠା ପାଇଁ ଲଢୁଛନ୍ତି ସେ ରାଜନୀତି କରୁଛନ୍ତି ନା ଯେଉଁମାନେ କ୍ରମାଗତ ଭାବେ ବଢୁଥିବା ମହିଳା ଦୁଷ୍କର୍ମକୁ ଅଣଦେଖା କରି ଦୁବୃର୍ତ୍ତଙ୍କୁ ସୁରକ୍ଷା ଦେଉଛନ୍ତି ସେମାନେ ରାଜନୀତି କରୁଛନ୍ତି ବୋଲି ଲେଖାଶ୍ରୀ ପ୍ରଶ୍ନ କରିଛନ୍ତି। ନ୍ୟାୟ ନପାଇ ଅନେକ ଘଟଣାରେ ଦୁଷ୍କର୍ମ ପୀଡ଼ିତା ଆତ୍ମହତ୍ୟା କରୁଛନ୍ତି। ଏପରି ଆଉ କେତେଦିନ ଚାଲିବ ଏବଂ ମହିଳାଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର କଠୋର ଆଇନ ଆଣିବାରେ କାହିଁକି ପଛଘୁଞ୍ଚା ଦେଉଛନ୍ତି ବୋଲି ବିଜେପି ପ୍ରଶ୍ନ କରିଛିା

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story