ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ତଦାରଖ କଲେ ଡିଜିପି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି ପୁଲିସ୍ ମହାନିର୍ଦ୍ଦେଶକ ବି.କେ. ଶର୍ମା। ଏହାସହ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ  ଆଲୋଚନା ମଧ୍ୟ କରିଛନ୍ତି। ବିଧାନସଭା ଶୀତ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଡିଜିପି କହିଛନ୍ତି। ସେ ଆହୁରି କହିଛନ୍ତି, “ସୁରକ୍ଷା ବ୍ୟବସ୍ଥା ପାଇଁ ୭ମ ବାଟାଲିୟନର ସ୍ୱତନ୍ତ୍ର ଟିମ୍ ରହିବେ। ଏହା ସହ ପୂରା […]

dgp,,,,

dgp,,,,

Tapaswini Nayak
  • Published: Tuesday, 12 November 2019
  • Updated: 12 November 2019, 02:29 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ। ଏହା ପୂର୍ବରୁ ଆଜି ବିଧାନସଭାର ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି ପୁଲିସ୍ ମହାନିର୍ଦ୍ଦେଶକ ବି.କେ. ଶର୍ମା। ଏହାସହ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ  ଆଲୋଚନା ମଧ୍ୟ କରିଛନ୍ତି।

ବିଧାନସଭା ଶୀତ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଡିଜିପି କହିଛନ୍ତି।

ସେ ଆହୁରି କହିଛନ୍ତି, “ସୁରକ୍ଷା ବ୍ୟବସ୍ଥା ପାଇଁ ୭ମ ବାଟାଲିୟନର ସ୍ୱତନ୍ତ୍ର ଟିମ୍ ରହିବେ। ଏହା ସହ ପୂରା ଗାନ୍ଧି ମାର୍ଗ ସିସିଟିଭି ନଜରରେ ରହିବ। ଅଧିବେଶନ ବେଳେ ଚାଲୁଥିବା ଥିବା ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ଉପରେ କଡ଼ା ନଜର ରଖାଯିବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story