ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଏସ୍‌ପି କାର୍ଯ୍ୟାଳୟ ସମ୍ମୁଖରେ‘ପୋଲିସ ଅଙ୍କଲ୍‌’ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା ଏହାକୁ ଉଦ୍‌ଘାଟନ କରିଛନ୍ତି। ପୋଲିସ ଜନସାଧାରଣ ଓ ପିଲାଙ୍କ ନିକଟତର ହେବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି।</p> <p>ଅପରାଧୀମାନଙ୍କୁ ଆଇନ ଅନୁସାରେ ଦଣ୍ଡ ଦେବା ସହ ସାଧାରଣ ଲୋକଙ୍କ ବିଶ୍ୱାସଭାଜନ ହେବା ପାଇଁ ସବୁ ଫୋରମକୁ ମେସେଜ ଦିଆଯାଇଥିବା ଡିଜିପି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଛୋଟ ଛୋଟ ପିଲାମାନେ ଡିଜିପିଙ୍କ ସହ ସିଧାସଳଖ କଥା ହୋଇ ବେଶ୍‌ ଖୁସ ଅନୁଭବ କରିଛନ୍ତି।</p> <p>ଏନେଇ ଡିଜିପି ଆଉ କ’ଣ କହୁଛନ୍ତି ଶୁଣନ୍ତୁ-</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।