ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ମିଳିଲା ‘ପୋଲିସ ଏକ୍ସିଲେନ୍ସ ଆୱାର୍ଡ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡିଶା ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ମିଳିଛି ‘ପୋଲିସ ଏକ୍ସିଲେନ୍ସ ଆୱାର୍ଡ’। ଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପୋଲିସ ଏକ୍ସପୋରେ ତାଙ୍କୁ ଏହି ସମ୍ମାନ ମିଳିଛି।  ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଜୟ ଗୋଏଲ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରିଛନ୍ତି। ଲୋକଙ୍କୁ ସେବା ଓ ଧନ ସମ୍ପତ୍ତି ସୁରକ୍ଷାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି। ଓଡିଶା କ୍ୟାଡରର ପ୍ରଥମ IPS  ଅଫିସର ଭାବେ ରାଜେନ୍ଦ୍ର ପ୍ରସାଦ ଶର୍ମା […]

rajendra

Rakesh Mallick
  • Published: Friday, 11 May 2018
  • , Updated: 11 May 2018, 02:14 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡିଶା ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ମିଳିଛି ‘ପୋଲିସ ଏକ୍ସିଲେନ୍ସ ଆୱାର୍ଡ’। ଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପୋଲିସ ଏକ୍ସପୋରେ ତାଙ୍କୁ ଏହି ସମ୍ମାନ ମିଳିଛି।  ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ବିଜୟ ଗୋଏଲ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରିଛନ୍ତି।

ଲୋକଙ୍କୁ ସେବା ଓ ଧନ ସମ୍ପତ୍ତି ସୁରକ୍ଷାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି। ଓଡିଶା କ୍ୟାଡରର ପ୍ରଥମ IPS  ଅଫିସର ଭାବେ ରାଜେନ୍ଦ୍ର ପ୍ରସାଦ ଶର୍ମା ଏହି ସଫଳତା ପାଇଛନ୍ତି।

Related story