ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଅଶାନ୍ତ ହୋଇପଡ଼ୁଛି ରାଜଧାନୀ ଭୁବନେଶ୍ୱର। ଆଜି ଫୁଟିଛି ଗୁଳି। ଖଣ୍ଡଗିରି କଳିଙ୍ଗ ଷ୍ଟୁଡ଼ିଓ ନିକଟରେ ଜଣେ ଢ଼ାବା ମାଲିକଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ଆହତ ଢ଼ାବା ମାଲିକଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କମିଶନରେଟ୍‌ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

firing

Manoranjan Sial
  • Published: Thursday, 13 September 2018
  • , Updated: 13 September 2018, 05:10 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଅଶାନ୍ତ ହୋଇପଡ଼ୁଛି ରାଜଧାନୀ ଭୁବନେଶ୍ୱର। ଆଜି ଫୁଟିଛି ଗୁଳି। ଖଣ୍ଡଗିରି କଳିଙ୍ଗ ଷ୍ଟୁଡ଼ିଓ ନିକଟରେ ଜଣେ ଢ଼ାବା ମାଲିକଙ୍କ ଉପରକୁ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି।

ଆହତ ଢ଼ାବା ମାଲିକଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କମିଶନରେଟ୍‌ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Related story