ଧାମନଗର ଉପ ନିର୍ବାଚନ ପୂର୍ବରୁ ବଦଳିଲେ ଧାମନଗର ଓ ତିହିଡ଼ି ବ୍ଲକର ବିଡିଓ

ଭଦ୍ରକ(ଓଡ଼ିଶା ରିପୋର୍ଟର): ଧାମନଗର ଉପ ନିର୍ବାଚନ ପୂର୍ବରୁ ବଦଳିଲେ ଧାମନଗର ଓ ତିହିଡ଼ି ବ୍ଲକର ବିଡିଓ। ଧାମନଗର ବିଡିଓ ଦୁର୍ଗାଚରଣ ମୁର୍ମୁ ଓ ତିହିଡ଼ି ବିଡିଓ ବସନ୍ତ କୁମାର ସାହାଣୀଙ୍କୁ ବଦଳି କରାଯାଇଥିବା ସୂଚନା ଦେଇଛି ପଞ୍ଚାୟତିରାଜ ବିଭାଗ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ତହସିଲଦାର ବନବିହାରୀ ଦିଣ୍ଡାଙ୍କୁ ଧାମନଗର ବିଡିଓ ଭାବେ ଅବସ୍ଥାପିତ କରାଯାଇଥିବାବେଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ତହସିଲଦାର ଜ୍ୟୋତିର୍ମୟ କରଙ୍କୁ ତିହିଡି ବିଡିଓ ଭାବେ ବଦଳି କରଯାଇଛି। ଉଭୟ ଅଧିକାରୀଙ୍କୁ ତୁରନ୍ତ ରିଲିଭ୍ କରିବା […]

vote

vote

Tapaswini Nayak
  • Published: Saturday, 08 October 2022
  • Updated: 08 October 2022, 08:42 AM IST

Sports

Latest News

ଭଦ୍ରକ(ଓଡ଼ିଶା ରିପୋର୍ଟର): ଧାମନଗର ଉପ ନିର୍ବାଚନ ପୂର୍ବରୁ ବଦଳିଲେ ଧାମନଗର ଓ ତିହିଡ଼ି ବ୍ଲକର ବିଡିଓ। ଧାମନଗର ବିଡିଓ ଦୁର୍ଗାଚରଣ ମୁର୍ମୁ ଓ ତିହିଡ଼ି ବିଡିଓ ବସନ୍ତ କୁମାର ସାହାଣୀଙ୍କୁ ବଦଳି କରାଯାଇଥିବା ସୂଚନା ଦେଇଛି ପଞ୍ଚାୟତିରାଜ ବିଭାଗ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ତହସିଲଦାର ବନବିହାରୀ ଦିଣ୍ଡାଙ୍କୁ ଧାମନଗର ବିଡିଓ ଭାବେ ଅବସ୍ଥାପିତ କରାଯାଇଥିବାବେଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ତହସିଲଦାର ଜ୍ୟୋତିର୍ମୟ କରଙ୍କୁ ତିହିଡି ବିଡିଓ ଭାବେ ବଦଳି କରଯାଇଛି। ଉଭୟ ଅଧିକାରୀଙ୍କୁ ତୁରନ୍ତ ରିଲିଭ୍ କରିବା ପାଇଁ କଳାହାଣ୍ଡି ଓ କୋରାପୁଟ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଧାମନଗର ଉପ ନିର୍ବାଚନ  ନଭେମ୍ବର ୩ତାରିଖରେ ହେବାରୁ ଥିବାବେଳେ ନିର୍ବାଚନକୁ ସ୍ୱଚ୍ଛତା ରଖିବାକୁ ନିର୍ବାଚନ କମିଶନର ଏପରି ପଦକ୍ଷେପ ନେଇଥିବା ସୂଚନା ମିଳିଛି।

ଧାମନଗର ଉପନିର୍ବାଚନ ପାଇଁ ଗତକାଲି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ଆସନ୍ତା ୧୪ ତାରିଖ ଯାଏ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ ହୋଇପାରିବ।

ଭଦ୍ରକ ବିଡିଓଙ୍କ କାର୍ଯ୍ୟାଳୟରେ ଆସନ୍ତା ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଅକ୍ଟୋବର ୧୭ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୩ ତାରିଖରେ ଭୋଟ ଗ୍ରହଣ ହେବ। ପୂର୍ବାହ୍ଣ ୭ଟାରୁ ସଂଧ୍ୟା ୬ଟା ଯାଏ ଭୋଟ ଗ୍ରହଣ ହେବ।

ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି ପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story