ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟରୀ): ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ  ହୋଇଥିବା ବେଳେ ଅକ୍ଟୋବର ୧୭ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ। ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି […]

vote

vote

Tapaswini Nayak
  • Published: Friday, 07 October 2022
  • Updated: 07 October 2022, 03:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟରୀ): ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ  ହୋଇଥିବା ବେଳେ ଅକ୍ଟୋବର ୧୭ ତାରିଖ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ। ନଭେମ୍ବର ୬ରେ ଭୋଟ ଗଣତି ହୋଇ ସେହିଦିନ ରେଜଲ୍ଟ ପ୍ରକାଶ ପାଇବ।

ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ହୋଇଥିଲା। ଏହା ପରଠୁ ଏହି ଆସନଟି ଖାଲି ପଡ଼ିଛି।ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ନିୟମିତ ଡାଇଲିସିସ୍ ଚାଲିଥିଲା। ତେବେ ପରେ ଫୁସ୍‌ଫୁସ୍‌ ସଂକ୍ରମଣ ଓ ବ୍ରେନ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ମାସେ ଧରି ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଗତ ସେପ୍ଟେମ୍ବର ୧୯ ତାରିଖରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।

ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଏହି ଆସନ ଖାଲି ହୋଇଛି। ଧାମନଗର ଉପନିର୍ବାଚନ ପାଇଁ ଏଯାଏ କୌଣସି ଦଳ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଜେପି ପକ୍ଷରୁ ଦିନେ ଦୁଇ ଦିନ ମଧ୍ୟରେ ପ୍ରାର୍ଥୀ ଘୋଷଣା କରାଯିବ।  ନାଁ ଘୋଷଣା ପୂର୍ବରୁ ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କୁ ଭେଟୁଛନ୍ତି। ବାପାଙ୍କ ଦେହାନ୍ତ ପରେ ଏବେ ସେ ଲୋକଙ୍କ ଦାୟିତ୍ୱ ନେବାକୁ ପ୍ରସ୍ତୁତ ବୋଲି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story