ଆଜି ନେତା ବାଛିବେ ଧାମନଗରବାସୀ, ମତଦାନ ଆରମ୍ଭ

ଭଦ୍ରକ(ଓଡ଼ିଶା ରିପୋର୍ଟର): ଆଜି ଧାମନଗରବାସୀ ବାଛିବେ ନିଜ ନେତା। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ।    କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ  ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା  । ଏହାପରେ ସକାଳ ୭ରୁ ଆରମ୍ଭ ହୋଇଛି ଭୋଟଗ୍ରହଣ। ଧାମନଗର ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ସେଥିମଧ୍ୟରୁ […]

vote

vote

Niharika Rout
  • Published: Thursday, 03 November 2022
  • Updated: 03 November 2022, 07:28 AM IST

Sports

Latest News

ଭଦ୍ରକ(ଓଡ଼ିଶା ରିପୋର୍ଟର): ଆଜି ଧାମନଗରବାସୀ ବାଛିବେ ନିଜ ନେତା। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ ।    କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ  ସକାଳ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା  । ଏହାପରେ ସକାଳ ୭ରୁ ଆରମ୍ଭ ହୋଇଛି ଭୋଟଗ୍ରହଣ।

ଧାମନଗର ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ସେଥିମଧ୍ୟରୁ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ ଓ  ୧ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର  । ଉପନିର୍ବାଚନ ମଇଦାନରେ ଅଛନ୍ତି ୫ଜଣ ପ୍ରାର୍ଥୀ । ମୋଟ୍ ୨୫୨ଟି ବୁଥ୍ ରହିଥିବା ବେଳେ ଏହା ମଧ୍ୟରୁ ୧୧୦ଟି ସମ୍ବେଦନଶୀଳ ବୁଥ୍ ରହିଛି। ସେଥିମଧ୍ୟରୁ ୧୨୬ଟି ୱେବ କାଷ୍ଟିଂ ହେବ । ୨୫  ମାଇକ୍ରୋ ଅବଜର୍ଭର ରହିଛନ୍ତି । ୧୫ଟି ମଡେଲ ବୁଥ ଓ ୫ଟି ପିଙ୍କ୍ ବୁଥ୍ କରାଯାଇଛି ।

ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ୧ ହଜାରରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏହାବାଦ ୪ କଂପାନି କେନ୍ଦ୍ରୀୟ ଫୋର୍ସ, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୋଟର ପରିଚୟ ପତ୍ର ଛଡା ୧୨ଟି ଅନ୍ୟ ଡ଼କ୍ୟୁମେଣ୍ଟ ଦେଖାଇ ବି ଭୋଟ୍ ଦେଇ ପାରିବେ। ଭୋଟ୍ ଗ୍ରହଣ ଶେଷ ପର୍ଯ୍ୟନ୍ତ ମଦ ବିକ୍ରି ବାରଣ କରାଯାଇଛି ।

ଆଜି ସକାଳ ୭ ରୁ ସଂଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସମସ୍ତ ଏକଜିଟ୍‌ ପୋଲକୁ ବ୍ୟାନ୍ କରାଯାଇଛି।  ବୁଥର ଶହେ ମିଟର ମଧ୍ୟରେ କେହି ବି କଥାବାର୍ତ୍ତା ହୋଇପାରିବେ ନାହିଁ । ଯଦି କେହି ନିୟମ ଉଲ୍ଲଘଂନ କରନ୍ତି, ତେବେ ତାଙ୍କୁ ଗିରଫ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story