୭ ଶିଳ୍ପୀଙ୍କୁ ଧର୍ମପଦ ସମ୍ମାନ, ଆଖି ବୁଜି ସାରିଲେଣି ୩ ଜଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗରେ ଆଜୀବନ ସାଧନା ନିମନ୍ତେ  ୭ ଜଣ ବରିଷ୍ଠ ଶିଳ୍ପୀଙ୍କୁ ଧର୍ମପଦ ସମ୍ମାନ ପ୍ରଦାନ କରାଯାଇଛି।  ୨୦୦୯ ମସିହାରୁ ୨୦୧୫ ମସିହା ପର୍ଯ୍ୟନ୍ତ  ଦୀର୍ଘ ୭ ବର୍ଷ ନିମନ୍ତେ  ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଏହି ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି।  ଏହି ପୁରସ୍କାର ଦିଆଯାଇଥିବା ୭ ଶିଳ୍ପୀଙ୍କ ମଧ୍ୟରୁ ୩ ଜଣ ଆଖି ବୁଜି ସାରିଥିବା ବେଳେ ସେମାନଙ୍କ ପତ୍ନୀ ପୁତ୍ରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।  […]

bbsr-4-1

bbsr-4-1

Niharika Rout
  • Published: Tuesday, 11 August 2020
  • Updated: 11 August 2020, 08:56 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗରେ ଆଜୀବନ ସାଧନା ନିମନ୍ତେ  ୭ ଜଣ ବରିଷ୍ଠ ଶିଳ୍ପୀଙ୍କୁ ଧର୍ମପଦ ସମ୍ମାନ ପ୍ରଦାନ କରାଯାଇଛି।  ୨୦୦୯ ମସିହାରୁ ୨୦୧୫ ମସିହା ପର୍ଯ୍ୟନ୍ତ  ଦୀର୍ଘ ୭ ବର୍ଷ ନିମନ୍ତେ  ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଏହି ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଛି।  ଏହି ପୁରସ୍କାର ଦିଆଯାଇଥିବା ୭ ଶିଳ୍ପୀଙ୍କ ମଧ୍ୟରୁ ୩ ଜଣ ଆଖି ବୁଜି ସାରିଥିବା ବେଳେ ସେମାନଙ୍କ ପତ୍ନୀ ପୁତ୍ରଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। 

୨୦୦୯ ମସିହା ପାଇଁ ଗୋକୁଳ ବିହାରୀ ପଟ୍ଟନାୟକ, ୨୦୧୦ ପାଇଁ ଅସୀମ ବସୁ, ୨୦୧୧ ପାଇଁ ଦୁର୍ଗାପ୍ରସାଦ ଦାସ, ୨୦୧୨ ପାଇଁ ସୁଦର୍ଶନ ସାହୁଙ୍କୁ ଧର୍ମପଦ ପୁରସ୍କାର ପ୍ରଦାନ କରାଯାଇଛି।   ସେହିପରି ୨୦୧୩ ମସିହା ପାଇଁ ପଦ୍ମଭୂଷଣ ଯତୀନ ଦାସ, ୨୦୧୪ ପାଇଁ ଦୀନନାଥ ପାଠୀ ଏବଂ ୨୦୧୫ ପାଇଁ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ରଙ୍କୁ ଦିଆଯାଇଛି ଧର୍ମପଦ ପୁରସ୍କାର।

ଗୋକୁଳ ବିହାରୀ ପଟ୍ଟନାୟକ, ଅସୀମ ବସୁ ଏବଂ ଦୀନନାଥ ପାଠୀଙ୍କୁ ଏହା ମରଣୋତ୍ତର ଭାବେ ପ୍ରଦାନ କରାଯାଇଛି ।

କୋଭିଡ କଟକଣା ହେତୁ ମନୋନୀତ ଶିଳ୍ପୀଙ୍କ ଘରକୁ ଯାଇ ପୁରସ୍କାର ପ୍ରଦାନ କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ପ୍ରତି ଶିଳ୍ପୀଙ୍କୁ ଏକ ଲକ୍ଷ ଟଙ୍କାର ପୁରସ୍କାର ରାଶି ସହ ତାମ୍ର ଫଳକ ଏବଂ ଉପଢୌକନ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏବଂ ଏକାଡେମୀ ସଚିବ ଶିଳ୍ପୀ ଗଜେନ୍ଦ୍ର ସାହୁ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story