ବିଜେପୁର ଉପନିର୍ବାଚନ: ବିଜେପି ପାଇଁ ଆଜି ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ

<p>ବରଗଡ଼(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ତିନି ପ୍ରମୁଖ ଦଳର ପ୍ରଚାର ଲଢ଼େଇ ଜୋରଦାର ଚାଲିଛି। ଆଜି ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ବିଜେପି ଗାଈସିଲାଟ ମାହାରପାଲିକୁ ଯାଇ ପ୍ରଚାର କରିଥିଲା। ସେହିପରି ଆଗଲପୁରରେ ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର କରିଥିଲେ ଦଳୀୟ କର୍ମୀ ଓ ନେତା।</p> <p>ଅନ୍ୟପକ୍ଷରେ ଗତକାଲିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛି କଂଗ୍ରେସ। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ବରପାଲିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ବରପାଲି ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ପ୍ରଣୟ ପ୍ରଚାର ଆରମ୍ଭ କରିଥିଲେ।</p>

Ordigital Desk
  • Published: Sunday, 11 February 2018
  • Updated: 11 February 2018, 09:11 AM IST

Sports

Latest News

<p>ବରଗଡ଼(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ତିନି ପ୍ରମୁଖ ଦଳର ପ୍ରଚାର ଲଢ଼େଇ ଜୋରଦାର ଚାଲିଛି। ଆଜି ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଗତକାଲି ବିଜେପି ଗାଈସିଲାଟ ମାହାରପାଲିକୁ ଯାଇ ପ୍ରଚାର କରିଥିଲା। ସେହିପରି ଆଗଲପୁରରେ ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର କରିଥିଲେ ଦଳୀୟ କର୍ମୀ ଓ ନେତା।</p><p>ଅନ୍ୟପକ୍ଷରେ ଗତକାଲିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛି କଂଗ୍ରେସ। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ବରପାଲିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ବରପାଲି ସମଲେଶ୍ୱରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ପ୍ରଣୟ ପ୍ରଚାର ଆରମ୍ଭ କରିଥିଲେ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos