ଜଗନ୍ନାଥ ମନ୍ଦିର ଓ ସୂର୍ଯ୍ୟ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ପାଇଁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରିବା ପାଇଁ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠି ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ […]

konark

konark

Manoranjan Sial
  • Published: Friday, 26 July 2019
  • Updated: 26 July 2019, 06:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରିବା ପାଇଁ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠି ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ତାଙ୍କ ଚିଠିରେ ଦର୍ଶାଇଛନ୍ତି ଯେ, ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ ବୋଲି ଘୋଷଣା କରିଥିଲେ। କେନ୍ଦ୍ର ସରକାର ଏହି ୧୭ଟି କ୍ଷେତ୍ରକୁ ମଡେଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଛନ୍ତି। ଓଡ଼ିଶାରେ କଳା, ଭାସ୍କର୍ଯ୍ୟ ତଥା ସଂସ୍କୃତି ଓ ପର୍ଯ୍ୟଟନର ଧାରା ପରିସ୍ଫୁଟ। ବିଶେଷକରି ଶ୍ରୀକ୍ଷେତ୍ର ପୁରୀ ଓ କୋଣାର୍କର ସୂର୍ଯ୍ୟମନ୍ଦିର ଭଳି ପବିତ୍ର ସ୍ଥଳୀ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ହିନ୍ଦୁମାନଙ୍କ ପବିତ୍ର ଚାରି ଧାମ ମଧ୍ୟରୁ ପୁରୀର ଜଗନ୍ନାଥ ମନ୍ଦିର ଅନ୍ୟତମ। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମଧ୍ୟ ଏଠାରେ ଅନୁଷ୍ଠିତ ହୁଏ।

ସେହିପରି କୋଣାର୍କର ସୂର୍ଯ୍ୟମନ୍ଦିର ଓଡ଼ିଶାର ଉତ୍କୃଷ୍ଟ କଳାକୃତିର ପରିଚୟ ଦିଏ ଏବଂ ଏହା ବିଶ୍ୱସ୍ତରରେ ମାନ୍ୟତା ପାଇଛି। ଓଡ଼ିଶାର ସ୍ୱର୍ଣ୍ଣ ତ୍ରିଭୁଜ ଭୁବନେଶ୍ୱର, ପୁରୀ ଏବଂ କୋଣାର୍କ ମନ୍ଦିର ବିଶ୍ୱର ଲକ୍ଷ ଲକ୍ଷ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କୁ ବର୍ଷ ସାରା ଆକର୍ଷିତ କରିଥାଏା ତେଣୁ ଏହାକୁ ଦୃଷ୍ଟିରେ ରଖି ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କର ସୂର୍ଯ୍ୟ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନ ତାଲିକାରେ ସାମିଲ କରିବା ପାଇଁ ବ୍ୟକ୍ତିଗତ ଭାବେ ଦୃଷ୍ଟିଦେବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପଟେଲଙ୍କୁ ଅନୁରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story