ଗଛରେ ମୋଦି, ସାଧୁବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଛବି। ଏପରି ଚିତ୍ର ଆଙ୍କି ସମରେନ୍ଦ୍ର ବେହେରା। ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟରେ ଯୁବ ଚିତ୍ରକର ସମରେନ୍ଦ୍ର ଅଭିନବ ଉପାୟରେ ବୃକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଛବି ଆଙ୍କି ଜଙ୍ଗଲ ସଂରକ୍ଷଣ ଓ ପରିବେଶ ସୁରକ୍ଷା ପାଇଁ ସଚେତନତାର ବାର୍ତ୍ତା ଦେଇଛନ୍ତି। ସେଥିପାଇଁ ସମରେନ୍ଦ୍ରଙ୍କୁ ସାଧୁବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜଣେ ଜନନାୟକଙ୍କ ବୃହତ ଦୃଷ୍ଟିକୋଣ ନାଗରିକ ମାନଙ୍କୁ ପ୍ରଭାବିତ କଲେ ଏପରି ଦେଖିବାକୁ […]

baripada

baripada

Manoranjan Sial
  • Published: Saturday, 12 December 2020
  • Updated: 12 December 2020, 04:39 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଛରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଛବି। ଏପରି ଚିତ୍ର ଆଙ୍କି ସମରେନ୍ଦ୍ର ବେହେରା। ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜର ଶିମିଳିପାଳ ଅଭୟାରଣ୍ୟରେ ଯୁବ ଚିତ୍ରକର ସମରେନ୍ଦ୍ର ଅଭିନବ ଉପାୟରେ ବୃକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଛବି ଆଙ୍କି ଜଙ୍ଗଲ ସଂରକ୍ଷଣ ଓ ପରିବେଶ ସୁରକ୍ଷା ପାଇଁ ସଚେତନତାର ବାର୍ତ୍ତା ଦେଇଛନ୍ତି। ସେଥିପାଇଁ ସମରେନ୍ଦ୍ରଙ୍କୁ ସାଧୁବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

https://twitter.com/dpradhanbjp/status/1337669489970704387?s=20

ଶ୍ରୀ ପ୍ରଧାନ ଟ୍ୱିଟ୍‌ ଓ ଫେସ୍‌ବୁକ୍‌ରେ ଲେଖିଛନ୍ତି, ଜଣେ ଜନନାୟକଙ୍କ ବୃହତ ଦୃଷ୍ଟିକୋଣ ନାଗରିକମାନଙ୍କୁ ପ୍ରଭାବିତ କଲେ, ଯାହା ଏହି ଚିତ୍ରରେ ଦେଖିବାକୁ ମିଳିଥାଏ। ପରିବେଶ ସୁରକ୍ଷା ଦିଗରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ତାଙ୍କୁ ବିଶ୍ୱରେ ବ୍ରାଣ୍ଡ ଆମ୍ବାସଡ଼ର ଭାବେ ପରିଚିତ କରାଇଛି। ତୃଣମୂଳ ସ୍ତରରେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଅଭିନବ ଉପାୟରେ ସଚେତନତା ତିଆରି କରାଯିବା ଆନନ୍ଦର ବିଷୟ ବୋଲି ଶ୍ରୀ ପ୍ରଧାନ ସୋଶାଲ ମିଡିଆରେ ଲେଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos