ରାଉରକେଲା (ଓଡ଼ିଶା ରିପୋର୍ଟର):ରାଉରକେଲା ଇସ୍ପାତ କାରଖାନାର ସଂପ୍ରସାରଣ ହେବ। ଏଥିପାଇଁ ଯୋଜନା କରାଯାଉଛି। ଏହାଛଡ଼ା ପ୍ଲାଣ୍ଟର ଆଧୁନିକୀକରଣ ପାଇଁ ଯେଉଁ ସବୁ କାମ ଅଟକି ରହିଛି ସେଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ମର୍ଚ୍ଚାଣ୍ଟ ଲିଜ୍ ବନ୍ଦ ହେବ ବୋଲି କହିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଏହାଦ୍ୱାରା ସେଲକୁ ଲୋ ଗ୍ରେଡ ଆଇରନ ଓର ଖୋଲା ବଜାରରେ ବିକ୍ରି କରିବା କ୍ଷମତା ମିଳିବ । ଫଳରେ ସେଲର ଆର୍ଥିକ ଅବିବୃଦ୍ଧି ସହ ସେଲ ଉପରେ ନିର୍ଭର କରୁଥିବା ଛୋଟ ଶିଳ୍ପ ଲାଭବାନ ହେବେ।
ରାଉରକେଲା ଶ୍ରମିକ ଆନ୍ଦୋଳନର ପେଣ୍ଠସ୍ଥଳ ଶ୍ରମିକଙ୍କୁ ଅଧିକ ଗୁରୁତ୍ୱ ଦିଆଯିବା ସହ । ସେମାନଙ୍କ ପାରିଶ୍ରାମିକ ଉପରେ ଖୁବଶୀଘ୍ର ଆଲୋଚନା କରି ନିଷ୍ପତ୍ତି ନିଆଯିବ ବୋଲି ରାଉରକେଲା ଇସ୍ପାତ କାରଖାନା ପରିଦର୍ଶନ ପରେ କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।
Accident
ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ; ୨ ମୃତ
ସ୍ଥାନୀୟ ଲୋକେ ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରୁ ୪ ଜଣଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ଗାଡ଼ି ଚାଳକ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିଲା।