ତାଳଚେରରେ କୋଭିଡ୍ ହସ୍ପିଟାଲ ସ୍ଥାପନ ପାଇଁ କେନ୍ଦ୍ରକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନୁଗୁଳ ଜିଲ୍ଲାରେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ ତୁରନ୍ତ କୋଭିଡ଼ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ପାଇଁ ଅନୁମତି ଦେବାକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଶ୍ରୀ ପ୍ରଧାନ ଏନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖି ଖୁବଶୀଘ୍ର କୋଭିଡ୍ ହସ୍ପିଟାଲ ସ୍ଥାପନ ସହ ଆଇସିୟୁ ସୁବିଧା ଓ ୧୦୦ଟି ଭେଣ୍ଟିଲେଟର ବ୍ୟବସ୍ଥା କରିବାକୁ ଅନୁରୋଧ […]

dharmendra-pradhan

dharmendra-pradhan

Jitendra Garnayak
  • Published: Friday, 23 April 2021
  • Updated: 23 April 2021, 06:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନୁଗୁଳ ଜିଲ୍ଲାରେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ତାଳଚେରସ୍ଥିତ ଏମସିଏଲ୍ ହସ୍ପିଟାଲକୁ ତୁରନ୍ତ କୋଭିଡ଼ ହସ୍ପିଟାଲରେ କାର୍ଯ୍ୟକ୍ଷମ କରିବା ପାଇଁ ଅନୁମତି ଦେବାକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।

ଶ୍ରୀ ପ୍ରଧାନ ଏନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖି ଖୁବଶୀଘ୍ର କୋଭିଡ୍ ହସ୍ପିଟାଲ ସ୍ଥାପନ ସହ ଆଇସିୟୁ ସୁବିଧା ଓ ୧୦୦ଟି ଭେଣ୍ଟିଲେଟର ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି।

ସେ ଏଥିରେ ଲେଖିଛନ୍ତି, ଏବେ ଭାରତ କୋଭିଡ-୧୯ର ଦ୍ୱିତୀୟ ଲହରୀ ସହ ଲଢ଼େଇ କରୁଛି। ଭାରତର ଟିକାକରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନିଆଯାଇଥିବା ବଳିଷ୍ଠ ପଦକ୍ଷେପକୁ ସମର୍ଥନ କରିବା ପାଇଁ ତଥା ଦେଶରେ ଦ୍ରୁତ ଗତିରେ ବଢୁଥିବା କୋଭିଡ-୧୯ର ମାମଲା ଗୁଡ଼ିକର ଚିକିତ୍ସା ପାଇଁ ସମସ୍ତ ଉପଲବ୍ଧ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବୃଦ୍ଧି କରିବା ଆବଶ୍ୟକ। ଓଡ଼ିଶାରେ କୋଭିଡ୍ ମାମଲା ଦ୍ରୁତ ଗତିରେ ବଢ଼ୁଥିବା ବେଳେ ନିକଟରେ ଦୈନିକ ନୂଆ ସଂକ୍ରମଣ ୪ ହଜାର ୭୬୧କୁ ବୃଦ୍ଧି ପାଇଛି । ଅନୁରୂପ ଭାବେ ପତ୍ର ଲେଖିବା ସୁଦ୍ଧା ଅନୁଗୁଳ ଜିଲ୍ଲାରେ ୪୫୩ଟି ସକ୍ରିୟ କୋଭିଡ୍ ମାମଲା ରହିଥିବା ବେଳେ ପ୍ରତିଦିନ ୮୧ରୁ ଅଧିକ ନୂଆ କୋଭିଡ୍ ରୋଗୀ ଚିହ୍ନଟ ହେଉଛନ୍ତି।

କୋଭିଡର ପ୍ରଥମ ଲହରି ବେଳେ ୧୪୪ ବିଶିଷ୍ଟ ଶଯ୍ୟା ବିଶିଷ୍ଟ ଏବଂ ୬ଟି ଆଇସିୟୁ ୟୁନିଟ୍ ସହ ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲ କୋଭିଡ୍‌ ହସ୍ପିଟାଲ ଭାବରେ କାର୍ଯ୍ୟ କରୁଥିଲା । ତେଣୁ ଏବେ କୋଭିଡ୍‌-୧୯ ମାମଲା ବ୍ୟାପକ ହେଉଥିବାରୁ ଏହି ହସ୍ପିଟାଲକୁ ୧୦୦ଟି ଭେଂଟିଲେଟର ପ୍ରଦାନ କରାଗଲେ କୋଭିଡ୍ ରୋଗୀମାନେ ବିଶେଷ ଭାବେ ଉପକୃତ ହୋଇପାରିବେ। ସେଥିପାଇଁ ତାଳଚେର ସ୍ଥିତ ଏମସିଏଲ୍ ହସ୍ପିଟାଲରେ ଆଇସିୟୁ ସୁବିଧା ସହ ଏହାକୁ କୋଭିଡ୍ ହସ୍ପିଟାଲ ଭାବେ ଘୋଷଣା କରିବା ପାଇଁ ଶ୍ରୀ ପ୍ରଧାନ ଚିଠି ଲେଖି ଶ୍ରୀ ଯୋଶୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story