TTPCର ଷ୍ଟେଜ-୩ ସଂପ୍ରସାରଣକୁ ତ୍ୱରାନ୍ୱିତ କରିବାକୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର(ଟିଟିପିଏସ୍‌)ର ଷ୍ଟେଜ -୩ ସଂପ୍ରସାରଣକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହଙ୍କୁ ଆଜି ପତ୍ର ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏପରିକି ଫୋନରେ ମଧ୍ୟ କଥା ହୋଇଛନ୍ତି। ଟିଟିପିଏସ୍‌ର ଏହି ପ୍ରକଳ୍ପ ସମ୍ପ୍ରସାରଣ ସହ ଭବିଷ୍ୟତରେ ବନ୍ଦ ହେବନାହିଁ ବୋଲି ପ୍ରତିଶ୍ରୁତି ଦେଇଥିବାରୁ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର। ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ରର ଷ୍ଟେଜ୍ -3 ସଂପ୍ରସାରଣକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ଶକ୍ତି […]

Dharmendra

Dharmendra

Manoranjan Sial
  • Published: Thursday, 25 March 2021
  • Updated: 25 March 2021, 07:03 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର(ଟିଟିପିଏସ୍‌)ର ଷ୍ଟେଜ -୩ ସଂପ୍ରସାରଣକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହଙ୍କୁ ଆଜି ପତ୍ର ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏପରିକି ଫୋନରେ ମଧ୍ୟ କଥା ହୋଇଛନ୍ତି। ଟିଟିପିଏସ୍‌ର ଏହି ପ୍ରକଳ୍ପ ସମ୍ପ୍ରସାରଣ ସହ ଭବିଷ୍ୟତରେ ବନ୍ଦ ହେବନାହିଁ ବୋଲି ପ୍ରତିଶ୍ରୁତି ଦେଇଥିବାରୁ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର।

https://twitter.com/dpradhanbjp/status/1375062499913961475?s=20

ଚିଠିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି-“ତାଳଚେରରେ ଆଉ ଏକ ନୂଆ ତାପଜ ବିଦ୍ୟୁତ କେନ୍ଦ୍ର ପ୍ରତିଷ୍ଠା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଓଡ଼ିଶା ସରକାର ଆବଶ୍ୟକୀୟ ସହଯୋଗ ଯୋଗାଇଦେଲେ ନୂଆ ତାପଜ ବିଦ୍ୟୁତ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ କଳ୍ପନାରେ ଏହି ବିକାଶ ହେବ।”

https://twitter.com/dpradhanbjp/status/1375062506050265095?s=20

https://twitter.com/dpradhanbjp/status/1375062243881099270?s=20

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି-“ମୋର ଓ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଏନ୍‌ଟିପିସି ଦ୍ୱାରା ୨୦୧୭ ମସିହାରେ ଦାଖଲ ହୋଇଥିବା ଏହି ପ୍ରକଳ୍ପ ପ୍ରସ୍ତାବକୁ ୨୦୨୦ ଫେବ୍ରୁଆରୀରେ ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କମିଟି ଅନୁମତି ପ୍ରଦାନ କରିଥିଲା। ଏହି ପ୍ରକଳ୍ପ ଜୀବିକା, ଅର୍ଥନୈତିକ ବିକାଶ ଓ ସ୍ୱଳ୍ପ ମୂଲ୍ୟର ନିର୍ଭରଯୋଗ୍ୟ ଶକ୍ତିର ନିରନ୍ତର ଉପଲବ୍ଧି ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story