ଓଡ଼ିଶାରେ ଆଉ ୧୯ଟି ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ୧୫ଟି ଜିଲ୍ଲାରେ ଅତିରିକ୍ତ ୧୯ଟି ପ୍ରେସର ସ୍ୱିଙ୍ଗ ଆଡ଼ଜର୍ପସନ (ପିଏସଏ) ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନର ବ୍ୟବସ୍ଥା କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ୨୧ଟି ପିଏସଏ ପ୍ଲାଂଟ ସ୍ଥାପନ ହେଉଥିବାବେଳେ ରାଜ୍ୟର ୧୫ଟି ଜିଲ୍ଲାରେ ଆଉ ୧୯ଟି ପିଏସଏ ପ୍ଲାଂଟ ସ୍ଥାପନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ […]

Dharmendra-Pradhan

Dharmendra-Pradhan

Ordigital Desk
  • Published: Saturday, 15 May 2021
  • Updated: 15 May 2021, 01:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ୧୫ଟି ଜିଲ୍ଲାରେ ଅତିରିକ୍ତ ୧୯ଟି ପ୍ରେସର ସ୍ୱିଙ୍ଗ ଆଡ଼ଜର୍ପସନ (ପିଏସଏ) ମେଡ଼ିକାଲ ଅକ୍ସିଜେନ୍ ପ୍ଲାଣ୍ଟ ସ୍ଥାପନର ବ୍ୟବସ୍ଥା କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ୨୧ଟି ପିଏସଏ ପ୍ଲାଂଟ ସ୍ଥାପନ ହେଉଥିବାବେଳେ ରାଜ୍ୟର ୧୫ଟି ଜିଲ୍ଲାରେ ଆଉ ୧୯ଟି ପିଏସଏ ପ୍ଲାଂଟ ସ୍ଥାପନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଗତ ମାସରେ ପିଏମ କେୟାର୍ସ ଫଣ୍ଡରୁ ୫୫୧ ସମର୍ପିତ ପିଏସଏ ମେଡ଼ିକାଲ ଅକ୍ସିଜେନ ପ୍ରତିଷ୍ଠା ପାଇଁ ଜରୁରୀକାଳୀନ ମଞ୍ଜୁର ହୋଇଥିଲା। ପୂର୍ବରୁ ମଧ୍ୟ ଅତିରିକ୍ତ ୧୬୨ ପିଏସଏ ପ୍ଲା୍‌ଂଟ୍ ସ୍ଥାପନା ପାଇଁ ଆବଂଟନ କରିଥିଲେ। ତନ୍ମଧ୍ୟରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟ ୨୧ଟି ପିଏସଏ ପ୍ଲାଂଟ୍ ସ୍ଥାପନା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏଥିରୁ ଡ଼ିଆରଡ଼ିଓ ଦ୍ୱାରା ୭ଟି, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଦ୍ୱାରା ୭ଟି ଏବଂ ଭାରତ ସରକାରଙ୍କ ପିଏମ କେୟାର୍ସ ଫଣ୍ଡରୁ ୭ଟି ପିଏସଏ ପ୍ଲାଂଟ୍ ପ୍ରତିଷ୍ଠା ହେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ଓଡ଼ିଶାରେ କୋଭିଡ୍‌-୧୯ର ଦ୍ୱିତୀୟ ଲହରର ବ୍ୟାପକତା କାରଣରୁ ରାଜ୍ୟର ଆହୁରି ଅଧିକ ଜିଲ୍ଲାକୁ ସହଯୋଗର ଆବଶ୍ୟକତା ରହିଛି।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ଅତିରିକ୍ତ ୧୯ ପିଏସଏ ମେଡ଼ିକାଲ ଅକ୍ସିଜେନ ପ୍ଲାଂଟ୍ ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରେ ୨ଟି ଲେଖାଁଏ ଏବଂ କଟକ, ଦେବଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ,ରାୟଗଡ଼ା, ସମ୍ବଲପୁର ଏବଂ ସୋନପୁରରେ ଗୋଟିଏ ଗୋଟିଏ ଲେଖାଁଏ ଅକ୍ସିଜେନ୍ ପ୍ଲାଂଟ ସ୍ଥାପନା ପାଇଁ ସେ ଅନୁରୋଧ କରିଛନ୍ତି। ଏହି ପ୍ଲାଂଟ ଗୁଡ଼ିକ ପ୍ରତିଷ୍ଠା ହେଲେ ଓଡ଼ିଶାର କୋଭିଡ୍‌-୧୯ ରୋଗୀଙ୍କ ଚିକିତ୍ସାରେ ସହାୟକ ହୋଇପାରିବ।

ତେଣୁ ଏହି ସଂକଟ ସମୟରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ହସ୍ତକ୍ଷେପ ଲୋଡ଼ିବାକୁ ଅନୁରୋଧ କରିଛନ୍ତି। ଏହି ସମୟୋପଯୋଗୀ ପଦକ୍ଷେପ ରାଜ୍ୟର ବିଭିନ୍ନ ସ୍ଥାନରେ ବାସ କରୁଥିବା ଲୋକଙ୍କ ଅମୂଲ୍ୟ ଜୀବନକୁ ରକ୍ଷା କରାଯାଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story