ଯାଜପୁର(ଗୁଲାମ ଗସ୍)ଯାଜପୁର ଜିଲ୍ଲା ବରୁଆଁରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର କରି ବ୍ଲାକରୋଜ ଜାହାଜ କଥା ଉଠାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ଏହି ଅଞ୍ଚଳର ଜନ ପ୍ରତିନିଧି ଜଣେ ଦୁର୍ନୀତିଗ୍ରସ୍ତ ନେତା ।
ସେ ହେଉଛନ୍ତି ବ୍ଲାକ ରୋଜ ଦୁର୍ନୀତିର ମୁଖ୍ୟ ଖଳନାୟକ। ଦୁର୍ନୀତି ପାଇଁ ସେ ମନ୍ତ୍ରିମଣ୍ଡଳରୁ ବିଦା ହୋଇଥିଲେ। ସେପରି ନେତାଙ୍କୁ ଲୋକେ ଆଉ ଭୋଟ୍ ଦେବେ ନାହିଁ । ସେମିତି ବିଜେଡିର ସମସ୍ତ ନେତା ହାରିବେ ବୋଲି ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ତେବେ ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।
Politics
‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’
ଟଙ୍କା ଯୋଗାଡ଼ କରି ଦେଇଥିଲି, କିନ୍ତୁ ପରେ ସଂସ୍ଥା ହିଁ ଉଭାନ ହୋଇଯାଇଥିଲା। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।