ନବୀନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଲାଗୁ ହୋଇନାହିଁ। ଯାହାଫଳରେ ଲୋକମାନେ ଏହାର ଫାଇଦା ପାଇବାରୁ ବଞ୍ଚିତ ହେଉଛନ୍ତି। ଏହି ଲୋକାଭିମୁଖୀ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପିଲ୍‌ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ‘ସମ୍‌ ଅଲ୍‌ଟିମେଟ୍‌ ମେଡିକେୟା’ ଲୋକାର୍ପଣ ଉତ୍ସବରେ ଏହା କହିଛନ୍ତି ଶ୍ରୀ ପ୍ରଧାନ। ଆଜି ଭୁବନେଶ୍ୱରରେ ‘ସମ୍‌ ଅଲ୍‌ଟିମେଟ୍‌ ମେଡିକେୟା’ (ସମ୍ମମ) ଅତ୍ୟାଧୁନିକ ହସ୍ପିଟାଲ୍‌ ଉଦ୍‌ଘାଟିତ ହୋଇଛି। ଏଥିରେ ଅତିଥିଭାବେ ମୁଖ୍ୟମନ୍ତ୍ରୀ […]

sum

sum

Manoranjan Sial
  • Published: Saturday, 29 February 2020
  • Updated: 29 February 2020, 07:59 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଲାଗୁ ହୋଇନାହିଁ। ଯାହାଫଳରେ ଲୋକମାନେ ଏହାର ଫାଇଦା ପାଇବାରୁ ବଞ୍ଚିତ ହେଉଛନ୍ତି। ଏହି ଲୋକାଭିମୁଖୀ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅପିଲ୍‌ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ‘ସମ୍‌ ଅଲ୍‌ଟିମେଟ୍‌ ମେଡିକେୟା’ ଲୋକାର୍ପଣ ଉତ୍ସବରେ ଏହା କହିଛନ୍ତି ଶ୍ରୀ ପ୍ରଧାନ।

ଆଜି ଭୁବନେଶ୍ୱରରେ ‘ସମ୍‌ ଅଲ୍‌ଟିମେଟ୍‌ ମେଡିକେୟା’ (ସମ୍ମମ) ଅତ୍ୟାଧୁନିକ ହସ୍ପିଟାଲ୍‌ ଉଦ୍‌ଘାଟିତ ହୋଇଛି। ଏଥିରେ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ ଓ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋଆର ଏହି ନୂତନ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏହି ହସ୍ପିଟାଲ‌୍‍ ଓଡ଼ିଶାର ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା କ୍ଷେତ୍ରରେ ଏକ ବିଶେଷ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।

ଲୋକାର୍ପଣ ଉତ୍ସବରେ ଅନ୍ୟତମ ଅତିଥିଭାବେ ଗୃହମନ୍ତ୍ରୀ ଅମିତ ଶାହ ଯୋଗଦେଇ କହିଛନ୍ତି, ଏହି ମେଡିକାଲ୍‌ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବେଶ ସହାୟକ ହେବ। ଲୋକଙ୍କୁ ଅତ୍ୟାଧୁନିକ ସ୍ୱାସ୍ଥ୍ୟ ସେବା ଯୋଗାଇବା କ୍ଷେତ୍ରରେ ବେସରକାରୀ ଅନୁଷ୍ଠାନଗୁଡ଼ିକର ସହଯୋଗର ଆବଶ୍ୟକତା ରହିଛି। ସରକାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅନେକ ପଦକ୍ଷେପ ହାତକୁ ନେଉଥିବା ବେଳେ ବେସରକାରୀ ଅନୁଷ୍ଠାନ ଗୁଡ଼ିକ ମଧ୍ୟ ଅନୁରୂପ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ ରହିଛି ବୋଲି ଶ୍ରୀ ଶାହ କହିଛନ୍ତି।

ଲୋକାର୍ପଣ ଉତ୍ସବରେ ସୋଆର ସଭାପତି ପ୍ରଫେସର ଡଃ ମନୋଜରଞ୍ଜନ ନାୟକ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଓ ଶ୍ରୀ ପ୍ରଧାନଙ୍କୁ ସମ୍ୱର୍ଦ୍ଧିତ କରିଥିଲେ। ସମ୍ମମର ସିଇଓ ଡଃ ଶ୍ୱେତପଦ୍ମା ଦାସ ଅତିଥିମାନଙ୍କୁ ସ୍ୱାଗତ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story