ଭୁବନେଶ୍ୱରରୁ ଜଗଦଲପୁର ଓ ଜୁନାଗଡ଼କୁ ୨ଟି ପୃଥକ୍‌ ଟ୍ରେନ୍‌ ଚଳାଚଳ ପାଇଁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ଜଗଦଲପୁର ଏବଂ ଭୁବନେଶ୍ୱରରୁ ଜୁନାଗଡକୁ ଦୁଇଟି ପୃଥକ ପୃଥକ ଟ୍ରେନ୍ ଚଳାଚଳ କରିବା ଲାଗି ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଦୁଇଟି ଟ୍ରେନର ଚଳାଚଳ ଲାଗି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ଜୁନାଗଡ ଅଂଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ଶ୍ରୀ ପ୍ରଧାନ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଲେଖିଥିବା ତାଙ୍କ ପତ୍ରରେ ଦର୍ଶାଇଛନ୍ତି। […]

dharmendra

dharmendra

Manoranjan Sial
  • Published: Friday, 19 July 2019
  • Updated: 19 July 2019, 06:34 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ଜଗଦଲପୁର ଏବଂ ଭୁବନେଶ୍ୱରରୁ ଜୁନାଗଡକୁ ଦୁଇଟି ପୃଥକ ପୃଥକ ଟ୍ରେନ୍ ଚଳାଚଳ କରିବା ଲାଗି ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଦୁଇଟି ଟ୍ରେନର ଚଳାଚଳ ଲାଗି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଓ ଜୁନାଗଡ ଅଂଚଳର ଲୋକମାନେ ଦୀର୍ଘଦିନରୁ ଦାବି କରି ଆସୁଥିବା ଶ୍ରୀ ପ୍ରଧାନ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଲେଖିଥିବା ତାଙ୍କ ପତ୍ରରେ ଦର୍ଶାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବର୍ତ୍ତମାନ ଭୁବନେଶ୍ୱରରୁ ଯାଉଥିବା ଟ୍ରେନର ୧୦ଟି ବଗି ରାୟଗଡ଼ା ଷ୍ଟେସନରେ ଅଲଗା ହୋଇ ଜୁନାଗଡ଼ ଅଭିମୁଖେ ଯାଉଛି। ଅବଶିଷ୍ଟ ୧୨ଟି ବଗି ଜଗଦଲପୁର ଅଭିମୁଖେ ଯାତ୍ରା କରୁଛି। ଫେରିବା ସମୟରେ ଉଭୟ ଜଗଦଲପୁର ଏବଂ ଜୁନାଗଡ଼ରୁ ଆସୁଥିବା ଭିନ୍ନ ଭିନ୍ନ ଟ୍ରେନ୍ ରାୟଗଡ଼ା ଷ୍ଟେସନରେ ଗୋଟିଏ ଇଞ୍ଜିନରେ ଯୋଡି ହୋଇ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଛି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଉପରୋକ୍ତ ବ୍ୟବସ୍ଥା ବିଶେଷ ଭାବରେ କଳାହାଣ୍ଡି ଟ୍ରେନ୍ ଯାତ୍ରୀଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି। ଏଭଳି ଜଟିଳ ବ୍ୟବସ୍ଥା ସମ୍ପର୍କରେ ସଚେତନତା ନଥିବା ଯାତ୍ରୀମାନେ ଅନେକ ସମୟରେ ଠିକ ବଗିରେ ଚଢ଼ି ପାରୁନାହାନ୍ତି। ତେଣୁ ତାଙ୍କ ପ୍ରସ୍ତାବ ସ୍ୱୀକୃତ ହେଲେ ରାଜଧାନୀ ଭୁବନେଶ୍ୱର ଓ କଳାହାଣ୍ଡି ମଧ୍ୟରେ ଯାତାୟାତ ଲାଗି ଯାତ୍ରୀଙ୍କ ଆଗ୍ରହ ଥିବାରୁ ଟ୍ରେନରେ ଯାତ୍ରୀ ଭିଡ଼ ଅଧିକ ରହିବ ଏବଂ ପୂର୍ଣ୍ଣ ଯାତ୍ରୀ କ୍ଷମତାରେ ଚଳାଚଳ କରିବ। ଏହାବ୍ୟତୀତ ଯାତ୍ରୀଙ୍କ ପାଇଁ ଅଧିକ ସଂଖ୍ୟକ ସଂରକ୍ଷିତ ବଗି ଉପଲବ୍ଧ ହୋଇପାରିବ। ଏଥିପାଇଁ ଶ୍ରୀ ପ୍ରଧାନ ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିବା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story