ଆନ୍ଧ୍ରକୁ ନାଲିଆଖି ! | Odisha Reporter
କୋରାପୁଟ ଜିଲ୍ଲାର ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ ଉତ୍କଳ ଦିବସ ପାଳିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଆଦିବାସୀ ଗାଁ ଫାଟୁସିନେରି ଗସ୍ତ ବେଳେ, ସେଠାରେ ଡେରା ପକାଇଥିବା କିଛି ଆନ୍ଧ୍ର ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ସେମାନେ କାହିଁକି ଆସିଛନ୍ତି ବୋଲି ପଚାରିଥିଲେ କେନ୍ଦ୍ରମନ୍ତ୍ରୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
