କୋଟିଆରେ ଆନ୍ଧ୍ର ଅଫିସରଙ୍କୁ ଗୋ’ ବ୍ୟାକ୍‌ କହିଲେ ଧର୍ମେନ୍ଦ୍ର

  • Published: Sunday, 02 April 2023
  • , Updated: 02 April 2023, 12:05 PM IST

କୋରାପୁଟ ଜିଲ୍ଲାର ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ ଉତ୍କଳ ଦିବସ ପାଳିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଆଦିବାସୀ ଗାଁ ଫାଟୁସିନେରି ଗସ୍ତ ବେଳେ, ସେଠାରେ ଡେରା ପକାଇଥିବା କିଛି ଆନ୍ଧ୍ର ପୁଲିସ ଓ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ସେମାନେ କାହିଁକି ଆସିଛନ୍ତି ବୋଲି ପଚାରିଥିଲେ କେନ୍ଦ୍ରମନ୍ତ୍ରୀ।

Related story