ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ: ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର

ପୁରୀ\ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ସତକଥାଟି କ’ଣ, ମୁଖ୍ୟମନ୍ତ୍ରୀଙ୍କୁ ଜଗନ୍ନାଥ ପ୍ରେମୀଙ୍କ ସାମ୍ନାକୁ ଆଣିବାକୁ ପଡ଼ିବ।

ଚାବି ହଜିବା ନେଇ ରାଜ୍ୟପାଳ ଉଦବେଗ ପ୍ରକାଶ କରିବା ସହ ସୁପ୍ରିମକୋର୍ଟ ମଧ୍ୟ ତାଗିଦ କଲେଣି। ଏତେସବୁ ପରେ ବି ମୁଖ୍ୟମନ୍ତ୍ରୀ କାହିଁକି ପାଟି ଖୋଲୁ ନାହାଁନ୍ତି ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର।

ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଆଦେଶକୁ ସବୁବେଳେ ସମ୍ମାନ ଦେଇଆସିଛନ୍ତି। ତେଣୁ ସୁପ୍ରିମକୋର୍ଟଙ୍କ ଯାହା ନିର୍ଦ୍ଦେଶ ଥିବ ଅନୁଧ୍ୟାନ କରି କାର୍ଯ୍ୟକାରୀ କରାଯିବ ବୋଲି ଆଇନମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

Ordigital Desk
• Published: Saturday, 09 June 2018
• Updated: 09 June 2018, 05:22 PM IST

Sports

Latest News

ପୁରୀ\ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ପୁଣିଥରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ସତକଥାଟି କ’ଣ, ମୁଖ୍ୟମନ୍ତ୍ରୀଙ୍କୁ ଜଗନ୍ନାଥ ପ୍ରେମୀଙ୍କ ସାମ୍ନାକୁ ଆଣିବାକୁ ପଡ଼ିବ।

ଚାବି ହଜିବା ନେଇ ରାଜ୍ୟପାଳ ଉଦବେଗ ପ୍ରକାଶ କରିବା ସହ ସୁପ୍ରିମକୋର୍ଟ ମଧ୍ୟ ତାଗିଦ କଲେଣି। ଏତେସବୁ ପରେ ବି ମୁଖ୍ୟମନ୍ତ୍ରୀ କାହିଁକି ପାଟି ଖୋଲୁ ନାହାଁନ୍ତି ବୋଲି ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର।

ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଆଦେଶକୁ ସବୁବେଳେ ସମ୍ମାନ ଦେଇଆସିଛନ୍ତି। ତେଣୁ ସୁପ୍ରିମକୋର୍ଟଙ୍କ ଯାହା ନିର୍ଦ୍ଦେଶ ଥିବ ଅନୁଧ୍ୟାନ କରି କାର୍ଯ୍ୟକାରୀ କରାଯିବ ବୋଲି ଆଇନମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos