ଢେଙ୍କାନାଳ: ଢେଙ୍କାନାଳ ପୌରାଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆସନ୍ତାକାଲି ଭୋଟ ଗ୍ରହଣ କରାଯିବ।
ପୌରାଧ୍ୟକ୍ଷ ଇନ୍ଦ୍ରମଣି ବେହେରାଙ୍କ ବିରୋଧରେ ପ୍ରତିବାଦ ସ୍ୱର ତେଜିବା ପରେ ଜିଲ୍ଲାପାଳ ଅନାସ୍ଥା ଭୋଟ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ପୌରାଧ୍ୟକ୍ଷ ଅନାସ୍ଥା ପ୍ରସ୍ତାବକୁ ବେଆଇନ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଅନାସ୍ଥା ପ୍ରସ୍ତାବ ଉପରେ ରୋକ ଲଗାଇବାକୁ ମନା କରି ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।