ଢେଙ୍କାନାଳ ପୌରାଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଆସନ୍ତାକାଲି ଭୋଟ୍‌

ଢେଙ୍କାନାଳ: ଢେଙ୍କାନାଳ ପୌରାଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆସନ୍ତାକାଲି ଭୋଟ ଗ୍ରହଣ କରାଯିବ। ପୌରାଧ୍ୟକ୍ଷ ଇନ୍ଦ୍ରମଣି ବେହେରାଙ୍କ ବିରୋଧରେ ପ୍ରତିବାଦ ସ୍ୱର ତେଜିବା ପରେ ଜିଲ୍ଲାପାଳ ଅନାସ୍ଥା ଭୋଟ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ପୌରାଧ୍ୟକ୍ଷ ଅନାସ୍ଥା ପ୍ରସ୍ତାବକୁ ବେଆଇନ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଅନାସ୍ଥା ପ୍ରସ୍ତାବ ଉପରେ ରୋକ ଲଗାଇବାକୁ ମନା କରି ଦେଇଥିଲେ।

dkl

Rakesh Mallick
  • Published: Sunday, 31 July 2016
  • , Updated: 01 August 2016, 08:27 AM IST

ଢେଙ୍କାନାଳ: ଢେଙ୍କାନାଳ ପୌରାଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆସନ୍ତାକାଲି ଭୋଟ ଗ୍ରହଣ କରାଯିବ।

ପୌରାଧ୍ୟକ୍ଷ ଇନ୍ଦ୍ରମଣି ବେହେରାଙ୍କ ବିରୋଧରେ ପ୍ରତିବାଦ ସ୍ୱର ତେଜିବା ପରେ ଜିଲ୍ଲାପାଳ ଅନାସ୍ଥା ଭୋଟ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ପୌରାଧ୍ୟକ୍ଷ ଅନାସ୍ଥା ପ୍ରସ୍ତାବକୁ ବେଆଇନ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଅନାସ୍ଥା ପ୍ରସ୍ତାବ ଉପରେ ରୋକ ଲଗାଇବାକୁ ମନା କରି ଦେଇଥିଲେ।

Related story