ଛାତ୍ରୀ ମୃତ୍ୟୁକୁ ନେଇ ସ୍କୁଲରେ ଉତ୍ତେଜନା: ଶିକ୍ଷକଙ୍କୁ ମାଡ଼ ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଇନ୍ଦିପୁର ହାଇସ୍କୁଲରେ ଛାତ୍ରୀ ମୃତ୍ୟୁକୁ ନେଇ ଶିକ୍ଷକଙ୍କୁ ମାଡ଼ ଓ ଭଙ୍ଗାରୁଜା। ମୃତ ଛାତ୍ରୀଙ୍କ ପରିବାର ଲୋକେ ପ୍ରଧାନଶିକ୍ଷକ ଓ ଅନ୍ୟ ଶିକ୍ଷକଙ୍କୁ ମାଡ଼ ମାରିବା ସହ ସ୍କୁଲରେ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି।

ଗତକାଲି ଡେଙ୍ଗବୋରେଇର ଜଣେ ଛାତ୍ରୀ କୌଣସି କାରଣରୁ ହାତ କାଟିବାରୁ ସ୍କୁଲର ଜଣେ ଶିକ୍ଷକ ତାଙ୍କୁ ତାଗିଦ କରିଥିଲେ। ଏହାପରେ ସମ୍ପୃକ୍ତ ଛାତ୍ରୀଙ୍କର ଅସ୍ୱାଭାବିକ ଭାବେ ମୃତ୍ୟୁ ହୋଇଥିଲା।  ଘରୁ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।  ଏହାପରେ ଉତ୍ତ୍ୟକ୍ତ ପରିବାର ଲୋକେ ଶିକ୍ଷକମାନଙ୍କୁ ମାଡ଼ ମାରିବା ସହ ସ୍କୁଲ୍‌ରେ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

ବିଜେପିକୁ ପରାମର୍ଶ ଦେଉଛି ବିଜେଡି, ନିଜ ସଂଗଠନ ସମ୍ପାଦକ ମାନୁନାହାନ୍ତି ନିୟମ

ପୁଣି ଗଞ୍ଜାମ ଗଲେ ୫ ଓଏଏସ୍ ଓ ୩୨ ଓଆରଏସ୍‌

ସ୍ୱାମୀଙ୍କ ସହିତ ଝଗଡ଼ା କରି ନଦୀକୁ ଡେଇଁ ପଡ଼ିଲେ ସ୍ତ୍ରୀ

କଂଗ୍ରେସ ଛାଡ଼ିବେ କି ପ୍ରଦୀପ ମାଝୀ ? ଇସାରାରେ ଅଛି ମଞ୍ଜ କଥା

୧୩୦ ଡାକ୍ତରଙ୍କୁ ପଠାଗଲା ଗଞ୍ଜାମ

‘କରୋନା’ ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ଫୋକସରେ ୫ଟି ଜିଲ୍ଲା

ରାଜ୍ୟ ସରକାରଙ୍କ ବିଫଳତାରୁ ଭୟଙ୍କର ସ୍ଥିତିରେ କରୋନା: ବିଜେପି

ସ୍ୱାବ୍‌ ସଂଗ୍ରହ ବେଳେ ବନ୍ଧୁକ ଦେଖାଇଲେ

ପ୍ରସଙ୍ଗର ଜବାବ ନରଖି ଅଭିଯୋଗ ଲଦିଲା ବିଜେଡି

ବିଜେଡି ଓ ବିଜେପିର ରାଜନୀତି ଯୋଗୁ ମହାନଦୀ ଜଳ ବିବାଦ : ନିରଞ୍ଜନ

ଇସ୍କନ୍ ମନ୍ଦିର ପଛ ରାସ୍ତାରେ ଘଟିଲା ଛାତିଥରା ଘଟଣା

ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ