ଆସନ୍ତାକାଲି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ। ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଥିବାରୁ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।  ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯିବ ବୋଲି ସୂଚନା ମିଳିଛି। ମିଳିତ ବଜାର କମିଟି, ଜିଲ୍ଲା ବଣିକ ସଂଘ, ବସ୍ ଟ୍ରକ ମାଲିକ ସଂଘ, ଜିଲ୍ଲା ସାମ୍ବାଦିକ […]

dhenkanal

dhenkanal

Tapaswini Nayak
  • Published: Thursday, 21 July 2022
  • Updated: 21 July 2022, 09:18 AM IST

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ। ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଥିବାରୁ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।  ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯିବ ବୋଲି ସୂଚନା ମିଳିଛି।

ମିଳିତ ବଜାର କମିଟି, ଜିଲ୍ଲା ବଣିକ ସଂଘ, ବସ୍ ଟ୍ରକ ମାଲିକ ସଂଘ, ଜିଲ୍ଲା ସାମ୍ବାଦିକ ସଂଘ ଓ ବିଭିନ୍ନ ସ୍ୱେଚ୍ଛାସେବୀ ବନ୍ଦ ପାଳନରେ ସାମିଲ ହୋଇଛନ୍ତି। ଅତ୍ୟାବଶ୍ୟକୀୟ ସେବାକୁ ଛାଡିଦେଲେ ବାକି ସବୁ ବନ୍ଦ କରାଯିବ ବୋଲି ଜିଲ୍ଲା ଓକିଲ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

ସକାଳ ୭ରୁ ସକାଳ ୯ଟା ପର୍ଯ୍ୟନ୍ତ ରେଳରୋକ କରାଯିବ ସହ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି।

ବୁଧବାର ଢେଙ୍କାନାଳ ଜିଲ୍ଲା ସିଭିଲ କୋର୍ଟ ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଜିଲ୍ଲା ଓକିଲ ସଂଘର ବହୁ କର୍ମକର୍ତ୍ତାଙ୍କ ସମେତ ଢେଙ୍କାନାଳର ବହୁ ଅନୁଷ୍ଠାନ ବୁଦ୍ଧିଜୀବୀ ଓ ଜନସାଧାରଣ ସାମିଲ ହୋଇଥିଲେ।ସମସ୍ତଙ୍କର ନିଷ୍ପତ୍ତି କ୍ରମେ ଆସନ୍ତା ଶୁକ୍ରବାର ଦିନ ଏହି ବନ୍ଦ ଡାକରାକୁ ସଫଳ କରାଯିବା ନେଇ ଆଲୋଚନା ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story