ଭୁବନେଶ୍ୱର: ସେପଟେ ଦିଲ୍ଲୀରେ ରହୁଥିବା ଓଡ଼ିଆଙ୍କୁ ଡେଙ୍ଗୁ ଚିକିତ୍ସା ସଂକ୍ରାନ୍ତୀୟ ସୂଚନା ପାଇଁ ୪ଟି ହେଲ୍ପ ଲାଇନ୍ ନମ୍ୱର ଜାରି କରାଯାଇଛି। ହେଲ୍ପ ଲାଇନ୍ ନମ୍ୱରଗୁଡ଼ିକ ହେଲା, ୦୧୧-୨୪୬୭୯୨୦୧, ୦୨, ୦୩ ଓ ୦୪। ଦିଲ୍ଲୀରେ ଓଡ଼ିଆ ଡେଙ୍ଗୁ ରୋଗୀଙ୍କ ସମ୍ପର୍କରେ ସୂଚନା ସାଙ୍ଗକୁ ରୋଗୀଙ୍କୁ ୨୪ଘଣ୍ଟିଆ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଏହି ହେଲ୍ପ ଲାଇନ୍ ନମ୍ୱର ଖୋଲାଯାଇଛି। ଆଜି ଅପରାହ୍ନ ୩ଟାରୁ ହେଲ୍ପ ଲାଇନ୍ ନମ୍ୱର କାର୍ଯ୍ୟକ୍ଷମ ହୋଇଥିବା ନୂଆଦିଲ୍ଲୀସ୍ଥିତ ପ୍ରମୁଖ ଆବାସିକ କମିଶନର ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।