ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଣିକି ସବୁ ଜରୁରୀ ସହାୟତା ପାଇଁ ଗୋଟିଏ ନମ୍ବର ଡାଏଲ୍ କରିବାକୁ ପଡ଼ିବ । ୧୧୨ ଡାଏଲ କଲେ ମିଳିପାରିବ ଅତ୍ୟାବଶ୍ୟକ ସହାୟତା। ପୁଲିସ୍, ଆମ୍ବୁଲାନ୍ସ, ଦମକଳ ପାଇଁ ଏଣିକି ଭିନ୍ନ ଭିନ୍ନ ନମ୍ବର ଡାଏଲ ଅନାବଶ୍ୟକ।
ସୂଚନାଯୋଗ୍ୟ, ପୂର୍ବରୁ ଭିନ୍ନ ଭିନ୍ନ ସେବା ପାଇଁ ୧୦୦, ୧୦୧, ୧୦୨, ୧୦୪, ୧୦୮ ଆଦି ଡାଏଲ କରିବାକୁ ପଡ଼ୁଥିଲା। ଏପରିକି କିଛି ଲୋକ ଏହାଦ୍ୱାରା ସମସ୍ୟାର ସମ୍ମୁଖିନ ହେଉଥିଲେ। ତେଣୁ ସାଧାରଣ ଲୋକଙ୍କ ନିକଟରେ ଅତ୍ୟାବଶ୍ୟକ ସହାୟତା ପହଞ୍ଚାଇବା ପ୍ରକ୍ରିୟାକୁ ସହଜ କରିବା ପାଇଁ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ୧୦୦, ୧୦୧, ୧୦୨, ୧୦୪, ୧୦୮ ଆଦି ନମ୍ବରକୁ ଏକୀଭୂତ କରି ୧୧୨ କରାଯାଇଛି।
୧୧୨ ସେବା ପାଇଁ ୧୦୯୮ ପଦବୀକୁ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସେବାରେ ନିୟୋଜିତ ହେବେ ୪ ଡିଏସ୍ପି, ୧୫୧ SI, ୨୦୩ ASI ଓ ୭୪୦ କନଷ୍ଟେବଲ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Crime
ପୁଲିସ୍ ଓ ଓକିଲ କହି ଟଙ୍କା ଆଦାୟ କରୁଥିଲେ ଦୁଇ ଯୁବକ
ଅଭିଯୋଗ ଅନୁସାରେ ଦୁଇ ଧ୍ରୁତ ହେଉଛନ୍ତି ନୟାଗଡ ଜିଲ୍ଲା ସରୋଡା ଗାଁର କାର୍ତ୍ତିକ ରାଉତରାୟ ଓ ଏକାନ ପାଣି। ଏମାନେ କୁଆଡେ ଜାନୁଆରୀ ୨୩ ତାରିଖରେ ଚାଲାଣଗୁଡା ସରପଞ୍ଚ ଇରମା ମାଢ଼ିଙ୍କୁ ଫୋନ୍ କରିଥିଲେ।
Politics
ନିର୍ବାଚନ ପୂର୍ବରୁ ବିଜେଡି ସରକାର ବାଣ୍ଟିଥିଲେ ୨୫୨କୋଟି ଟଙ୍କାର ଝୋଟବ୍ୟାଗ
ରାଜ୍ୟବାସୀ ବିଜେଡି ସରକାରକୁ ବାଏବାଏ କରି ବିଜେପି ସରକାରକୁ କ୍ଷମତାସୀନ କରିବା ପରେ ଏହି ତଥ୍ୟ ପଦାକୁ ଆସିଛି ।
Miscellaneous
ଯୁଦ୍ଧଭୂମିର ଭ୍ରମ; ପୁରୀରେ ଘୁଁ ଘୁଁ ଗର୍ଜନ କରୁଛନ୍ତି ଯୁଦ୍ଧ ଟ୍ୟାଙ୍କ
ବାହ୍ୟ ଶତ୍ରୁ ଆକ୍ରମଣର ମୁକାବିଲା ସହ ପରାକ୍ରମ ଦେଖାଇବାକୁ କେତେ ସଜାଗ ଭାରତୀୟ ନୌସେନା, ସେନେଇ ପ୍ରଦର୍ଶିତ ହେବ ଦୁଃସାହସିକ ରଣକୌଶଳ।