ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ଦିଲୀପ ରାୟ, ବିଜେପିକୁ ଫେରିବେ କି?

ରାଉରକେଲା(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ରାଉରକେଲାର ପୂର୍ବତନ ବିଧାୟକ ଦିଲୀପ ରାୟ। ରାଉରକେଲାରେ ଆଇଜିଏଚ୍‌ ସୁପର ସ୍ପେଶାଲିଟି ହସ୍ପିଟାଲ ପ୍ରକଳ୍ପ କାର୍ଯ୍ୟ ଓ ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ସେତୁ ନିର୍ମାଣ କାମ ତ୍ୱରାନ୍ୱିତ କରାଯାଉଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। କେନ୍ଦ୍ର ସରକାର କେନ୍ଦ୍ର ଇସ୍ପାତ ମନ୍ତ୍ରାଳୟ ଜରିଆରେ ସେଲ୍‌ ଦ୍ୱାରା ଏହି କାମ ଆରମ୍ଭ କରାଇଥିବା ଦିଲୀପ ଜଣାଇଛନ୍ତି। ଆଇଜିଏଚ୍ ପାଇଁ କେନ୍ଦ୍ର ପ୍ରଥମ ପର୍ଯ୍ୟାୟରେ ୧୦୫ […]

dilip-rao-in-rkl

dilip-rao-in-rkl

Manoranjan Sial
  • Published: Thursday, 11 April 2019
  • Updated: 11 April 2019, 07:44 PM IST

ରାଉରକେଲା(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ରାଉରକେଲାର ପୂର୍ବତନ ବିଧାୟକ ଦିଲୀପ ରାୟ। ରାଉରକେଲାରେ ଆଇଜିଏଚ୍‌ ସୁପର ସ୍ପେଶାଲିଟି ହସ୍ପିଟାଲ ପ୍ରକଳ୍ପ କାର୍ଯ୍ୟ ଓ ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ସେତୁ ନିର୍ମାଣ କାମ ତ୍ୱରାନ୍ୱିତ କରାଯାଉଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

କେନ୍ଦ୍ର ସରକାର କେନ୍ଦ୍ର ଇସ୍ପାତ ମନ୍ତ୍ରାଳୟ ଜରିଆରେ ସେଲ୍‌ ଦ୍ୱାରା ଏହି କାମ ଆରମ୍ଭ କରାଇଥିବା ଦିଲୀପ ଜଣାଇଛନ୍ତି। ଆଇଜିଏଚ୍ ପାଇଁ କେନ୍ଦ୍ର ପ୍ରଥମ ପର୍ଯ୍ୟାୟରେ ୧୦୫ କୋଟି ୭୫ ଲକ୍ଷ୍ୟ ଟଙ୍କା ଯୋଗାଇ ଦେଇଥିବା ବେଳେ ଜାତୀୟ କୋଠା ନିର୍ମାଣ ନିଗମ କାମ ଆରମ୍ଭ କରିଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସେ ଏହି ସୂଚନା ପାଇଥିବା ଦିଲୀପ କହିଛନ୍ତି। ସେହିପରି ଅବଶିଷ୍ଟ ଟଙ୍କା ଖୁବ୍‌ ଶୀଘ୍ର ଯୋଗାଇ ଦିଆଯିବ ବୋଲି କେନ୍ଦ୍ର ପ୍ରତିଶ୍ରୁତି ମଧ୍ୟ ଦେଇଛି।

ସେପଟେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ନିର୍ମାଣ କାମ ୨୦୨୧ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ଦିଲୀପ ଜଣାଇଛନ୍ତି। ସ୍ମରଣଯୋଗ୍ୟ, ବ୍ରାହ୍ମଣୀ ଉପରେ ଦ୍ୱିତୀୟ ସେତୁ ଓ ଆଇଜିଏଚ୍‌କୁ ସୁପର ସ୍ପେଶାଲିଟି ହସ୍ପିଟାଲ ପ୍ରକଳ୍ପ କାମରେ ବିଳମ୍ବକୁ ନେଇ ଦିଲୀପ ଅସନ୍ତୋଷ ପ୍ରକାଶ କରିବା ସହ ବିଜେପିରୁ ଇସ୍ତଫା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story