ଦିଲ୍ଲୀପ ବିଶୋୟୀ ହେବେ ରାଜ୍ୟ ସୂଚନା କମିଶନର!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋୟୀ ରାଜ୍ୟ ସୂଚନା କମିଶନ ସଦସ୍ୟ ଭାବେ ନିଯୁକ୍ତି ପାଇବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସୂଚନା କମିଶନର ସଦସ୍ୟ ଚୟନ ବୈଠକରେ ଶ୍ରୀ ବିଶୋୟୀଙ୍କ ନାଁ ଉପରେ ସହମତି ହୋଇଛି। ରାଜ୍ୟପାଳଙ୍କ ଅନୁମୋଦନ ମିଳିବା ପରେ ତାଙ୍କ ନିଯୁକ୍ତିକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସୂଚନା […]

dillip

dillip

Manoranjan Sial
  • Published: Thursday, 13 August 2020
  • Updated: 13 August 2020, 08:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋୟୀ ରାଜ୍ୟ ସୂଚନା କମିଶନ ସଦସ୍ୟ ଭାବେ ନିଯୁକ୍ତି ପାଇବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସୂଚନା କମିଶନର ସଦସ୍ୟ ଚୟନ ବୈଠକରେ ଶ୍ରୀ ବିଶୋୟୀଙ୍କ ନାଁ ଉପରେ ସହମତି ହୋଇଛି। ରାଜ୍ୟପାଳଙ୍କ ଅନୁମୋଦନ ମିଳିବା ପରେ ତାଙ୍କ ନିଯୁକ୍ତିକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ ସୂଚନା କମିଶନର ସଦସ୍ୟ ପଦ ପାଇଁ ଚୟନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉପସ୍ଥିତ ଥିଲେ। ଶ୍ରୀ ବିଶୋୟୀଙ୍କ ସମେତ ମୋଟ ୨ଜଣ ଆବେଦନକାରୀଙ୍କ ନାଁ ସର୍ଟଲିଷ୍ଟ୍ ହୋଇ ଚୟନକାରୀ କମିଟିଙ୍କ ପାଖରେ ଉପସ୍ଥାପନ କରାଯାଇଥିଲା। ତାଲିକାର ଏକ ନମ୍ୱରରେ ଜଣେ ଓକିଲଙ୍କ ନାଁ ଥିବା ବେଳେ ଦ୍ୱିତୀୟରେ ଶ୍ରୀ ବିଶୋୟୀ ଥିଲେ।

ଉଲ୍ଲେଖଯୋଗ୍ୟ, ୨୦୨୦ ମାର୍ଚ୍ଚ ୧୮ ତାରିଖରେ ୩ଟି ସୂଚନା କମିଶନର ପଦବୀ ନିମନ୍ତେ ରାଜ୍ୟ ସରକାର ବିଜ୍ଞାପନ ଦେଇଥିଲେ। ତେବେ ଏଥିରୁ ମାତ୍ର ଗୋଟିଏ ପଦବୀ ପାଇଁ ସଦସ୍ୟଙ୍କୁ ଚୟନ କରାଯାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଏବେ ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଭାବେ ସୁନୀଲ ମିଶ୍ର ଓ ସଦସ୍ୟ ଭାବେ ବାଳକୃଷ୍ଣ ମହାପାତ୍ର କାର୍ଯ୍ୟ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story