କୋରାପୁଟ: ମାଓ ପ୍ରବଣ ଜିଲ୍ଲାରେ ଜୁଲାଇ ୨୮ରୁ ଅଗଷ୍ଟ ୩ ତାରିଖ ଯାଏଁ ମାଓବାଦୀ ସହିଦ ସପ୍ତାହ ଦିବସ ପାଳନ କରିବେ। ସହୀଦ ସପ୍ତାହ ପାଳନ କରାଯିବା ନେଇ ନାରାୟଣପାଟଣା ଅଞ୍ଚଳରେ ବ୍ୟାପକ ମାଓ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ସିପିଆଇ, ମାଓବାଦୀ, କୋରାପୁଟ-ଶ୍ରୀକାକୁଲମ୍ ଡିଭିଜନ ପକ୍ଷରୁ ଏହି ଆହ୍ୱାନ ଦିଆଯାଇଥିବା ସେଥିରେ ଉଲ୍ଲେଖ ରହିଛି। କେତେକ ସ୍ଥାନରେ ହାତ ଲେଖା ପୋଷ୍ଟର ମରାଯାଇଥିବା ବେଳେ ଆଉ କେତେକ ସ୍ଥାନରେ ଛପାହୋଇଥିଲା ପୋଷ୍ଟର୍ ଦେଖିବାକୁ ମିଳିଛି। ଏଭଳି ଛପା ପୋଷ୍ଟର ଲଗାଯିବା ଘଟଣା ଏହି ଅଞ୍ଚଳରେ ପ୍ରଥମ ବୋଲି ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।