ଭୁବନେଶ୍ୱର: ଦିନକ ପରେ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏନେଇ ଆଜି ବିଜେଡି ସାଂସଦ ମାନଙ୍କର ଏକ ବୈଠକ ନବୀନ ନିବାସରେ ଡକାଯାଇଛି। ଅଧିବେଶନରେ ଦଳର ସାଂସଦମାନେ କେଉଁ ଭୂମିକା ନେବେ ତାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିବେ। ଏଥିସହିତ ଆସନ୍ତା ଅଧିବେଶନରେ କେଉଁ କେଉଁ ପ୍ରସଙ୍ଗରେ ଦଳ କ’ଣ ରଣନୀତି ଆପଣାଇବ ସେ ନେଇ ମଧ୍ୟ ବୈଠକରେ ଆଲୋଚନା ହେବ। ବିଶେଷକରି ଜମି ଅଧିଗ୍ରହଣ ବିଲ୍ ଉପରେ ଦଳର ଆଭିମୁଖ୍ୟ କ’ଣ ରହିବ ସେ ନେଇ ମଧ୍ୟ ସ୍ପଷ୍ଟ ହେବ। ଆଜି ପୂର୍ବାହ୍ନ ୧୧ଟାରେ ଏହି ବୈଠକ ଡକାଯାଇଛି। ଲୋକସଭାର ୨୦ ସାଂସଦ ଓ ରାଜ୍ୟସଭାର ୭ ଜଣ ସାଂସଦକୁ ଏହି ବୈଠକରେ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, କାଲି ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।