ଭୁବନେଶ୍ୱର: ବିଜୁ ପକ୍କା ଘର ଯୋଜନା ଓ ଅନ୍ୟାନ୍ୟ ଯୋଜନାରେ ଦୈନିକ ୨ ହଜାର ଗୃହ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମ୍ୟଗୃହ ନିର୍ମାଣ ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ଲକ୍ଷରୁ ଅଧିକ ଗୃହ ନିର୍ମାଣ ସରିଛି। ତେବେ ଧାର୍ଯ୍ୟ ଲକ୍ଷ୍ୟ ୭ ଲକ୍ଷ ଗୃହ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଯୋଜନାବଦ୍ଧ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହିତ ୨୦୧୪-୧୫ ବର୍ଷ ପାଇଁ ଛାତ୍ରଛାତ୍ରୀଙ୍କୁ ଲ୍ୟାପଟପ୍ ବଣ୍ଟନ କାର୍ଯ୍ୟ ଆସନ୍ତା ଅଗଷ୍ଟ ୩୧ ସୁଦ୍ଧା ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।