ଦିନକୁ ୨ ହଜାର ଘର ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବିଜୁ ପକ୍କା ଘର ଯୋଜନା ଓ ଅନ୍ୟାନ୍ୟ ଯୋଜନାରେ ଦୈନିକ ୨ ହଜାର ଗୃହ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମ୍ୟଗୃହ ନିର୍ମାଣ ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଏହି  ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ଲକ୍ଷରୁ ଅଧିକ ଗୃହ ନିର୍ମାଣ ସରିଛି। ତେବେ ଧାର୍ଯ୍ୟ ଲକ୍ଷ୍ୟ ୭ ଲକ୍ଷ ଗୃହ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଯୋଜନାବଦ୍ଧ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। […]

NaveenPatnaik

Rakesh Mallick
  • Published: Thursday, 30 July 2015
  • , Updated: 30 July 2015, 03:20 AM IST

ଭୁବନେଶ୍ୱର: ବିଜୁ ପକ୍କା ଘର ଯୋଜନା ଓ ଅନ୍ୟାନ୍ୟ ଯୋଜନାରେ ଦୈନିକ ୨ ହଜାର ଗୃହ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମ୍ୟଗୃହ ନିର୍ମାଣ ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ଏହି  ନିର୍ଦ୍ଦେଶ ଦେଇଛନ୍ତି।

ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨ଲକ୍ଷରୁ ଅଧିକ ଗୃହ ନିର୍ମାଣ ସରିଛି। ତେବେ ଧାର୍ଯ୍ୟ ଲକ୍ଷ୍ୟ ୭ ଲକ୍ଷ ଗୃହ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଯୋଜନାବଦ୍ଧ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ୨୦୧୪-୧୫ ବର୍ଷ ପାଇଁ ଛାତ୍ରଛାତ୍ରୀଙ୍କୁ ଲ୍ୟାପଟପ୍ ବଣ୍ଟନ କାର୍ଯ୍ୟ ଆସନ୍ତା ଅଗଷ୍ଟ ୩୧ ସୁଦ୍ଧା ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Related story