ଦିନେ ଦୁଇଦିନରେ କେରଳ ଛୁଇଁବ ମୌସୁମୀ

ଭୁବନେଶ୍ୱର: ଦିନେ ଦୁଇଦିନ ଭିତରେ କେରଳ ଛୁଁଇପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ପାଣିପାଗ ବିଭାଗ କହିଛି, ଏଥିପାଇଁ ପାଗ ଅନୁକୂଳ ଅଛି ଓ କେରଳରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ସେହିପରି ପାଗ ଅନୁକୂଳ ଥିବାରୁ ଚଳିତମାସ ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ତାତି ବଢ଼ିପାରେ। ଏହି […]

rain

rain

Rakesh Mallick
  • Published: Friday, 05 June 2015
  • Updated: 05 June 2015, 02:10 AM IST

Sports

Latest News

ଭୁବନେଶ୍ୱର: ଦିନେ ଦୁଇଦିନ ଭିତରେ କେରଳ ଛୁଁଇପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ପାଣିପାଗ ବିଭାଗ କହିଛି, ଏଥିପାଇଁ ପାଗ ଅନୁକୂଳ ଅଛି ଓ କେରଳରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ସେହିପରି ପାଗ ଅନୁକୂଳ ଥିବାରୁ ଚଳିତମାସ ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ତାତି ବଢ଼ିପାରେ। ଏହି ସମୟରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିବ । ରାଜ୍ୟରେ କେତେକ ସ୍ଥାନରେ କାଳବୈଶାଖୀର ସମ୍ଭାବନା ମଧ୍ୟ ରହିଥିବା ବିଭାଗ ସୂତ୍ରରୁ ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story