ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ବଦଳାଇ ଦେଇଛନ୍ତି। ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏହା ସହିତ ଏଡିଜିପି ଆର୍‌.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଗକୁ ଆଇପିଏସ୍‌ ସ୍ତରରେ ଅଦଳବଦଳ ହୋଇପାରେ। ତେବେ ଆଜି କରାଯାଇଥିବା ଅଦଳବଦଳ ଏକ ସ୍ୱାଭାବିକ ପ୍ରକ୍ରିୟା ଭଳି ମନେ ହେଉ ନାହିଁ। ଗୁଇନ୍ଦା ନିର୍ଦ୍ଦେଶକ ଭଳି […]

ips

ips

Jitendra Garnayak
  • Published: Monday, 11 April 2022
  • Updated: 11 April 2022, 06:05 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଗୁଇନ୍ଦା ନିର୍ଦ୍ଦେଶକଙ୍କୁ ବଦଳାଇ ଦେଇଛନ୍ତି। ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏହା ସହିତ ଏଡିଜିପି ଆର୍‌.ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆଗକୁ ଆଇପିଏସ୍‌ ସ୍ତରରେ ଅଦଳବଦଳ ହୋଇପାରେ। ତେବେ ଆଜି କରାଯାଇଥିବା ଅଦଳବଦଳ ଏକ ସ୍ୱାଭାବିକ ପ୍ରକ୍ରିୟା ଭଳି ମନେ ହେଉ ନାହିଁ। ଗୁଇନ୍ଦା ନିର୍ଦ୍ଦେଶକ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଥିବା ଲଳିତ ଦାସଙ୍କୁ ହଠାତ୍ ଗୃହ ବିଭାଗର ଓଏସ୍‌ଡି ଭାବେ ବଦଳି କରିବା କଥାକୁ ସହଜରେ ଗ୍ରହଣ କରି ହେଉ ନାହିଁ। କାରଣ ଓଏସ୍‌ଡି ଭାବେ କୌଣସି ସ୍ଥାନକୁ ପଠାଯିବା ଅର୍ଥ, ତାଙ୍କୁ ଗୁରୁତ୍ୱହୀନ କରିଦିଆଯିବା ବୋଲି ସାଧାରଣତଃ ବିବେଚନା କରାଯାଏ। ତେଣୁ ଏହା ପଛରେ କ’ଣ କାରଣ ରହିଛି, ତାହା ଜଣାପଡ଼ିନି।

ଅନ୍ୟପକ୍ଷରେ ଆଗକୁ ଆଇପିଏସ୍‌ ସ୍ତରରେ ଅଦଳବଦଳ ହେବାର ସୂଚନା ଆସୁଥିବାରୁ ଆର୍‌. ପି କୋଚେଙ୍କ ହାତରେ ଗୁଇନ୍ଦା ନିର୍ଦ୍ଦେଶକ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଅତିରିକ୍ତ ଭାବେ ରହିବ ନା ଆଉ କାହାକୁ ଏହି ଦାୟିତ୍ୱ ଦିଆଯିବ, ତାହା ଏବେ ଆଲୋଚନାର ବିଷୟ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story