ଆତଙ୍କିତ ନହେବାକୁ ପରାମର୍ଶ ଦେଲେ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): “ସଂକ୍ରମିତଙ୍କ ଟେଷ୍ଟିଂ ଅଧିକ ହେଉଛି। ତେଣୁ ୩-୪ ଦିନ ଏଭଳି ସ୍ଥିତି ରହିବ। ୫-୬ ଦିନ ପରେ କର୍ଭ ଫ୍ଲାଟ ହୋଇ ସଂକ୍ରମଣ କମିବା ଆରମ୍ଭ କରିବ। ଲକଡାଉନ ନିହାତି କାମ ଦେବ। ଲୋକେ ନିୟମ ମାନିବା ଦରକାର। ଆତଙ୍କିତ ହେବା ଦରକାର ନାହିଁ। ଘରେ ରହିଲେ ସଂକ୍ରମିତ ସଂଖ୍ୟା କମିବ। ସରକାରଙ୍କ ବିଭିନ୍ନ ପଦକ୍ଷେପ ଯୋଗୁ ମୃତ୍ୟୁହା କମ୍‌ ରହୁଛି। ସଂକ୍ରମିତଙ୍କ ସଂଖ୍ୟା କମିଲେ ମୃତ୍ୟୁହାର ମଧ୍ୟ କମିବ।” ଏନେଇ ସୂଚନା […]

Capital  Hospital

Capital Hospital

Manoranjan Sial
  • Published: Friday, 07 May 2021
  • Updated: 07 May 2021, 03:59 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): “ସଂକ୍ରମିତଙ୍କ ଟେଷ୍ଟିଂ ଅଧିକ ହେଉଛି। ତେଣୁ ୩-୪ ଦିନ ଏଭଳି ସ୍ଥିତି ରହିବ। ୫-୬ ଦିନ ପରେ କର୍ଭ ଫ୍ଲାଟ ହୋଇ ସଂକ୍ରମଣ କମିବା ଆରମ୍ଭ କରିବ। ଲକଡାଉନ ନିହାତି କାମ ଦେବ। ଲୋକେ ନିୟମ ମାନିବା ଦରକାର। ଆତଙ୍କିତ ହେବା ଦରକାର ନାହିଁ। ଘରେ ରହିଲେ ସଂକ୍ରମିତ ସଂଖ୍ୟା କମିବ। ସରକାରଙ୍କ ବିଭିନ୍ନ ପଦକ୍ଷେପ ଯୋଗୁ ମୃତ୍ୟୁହା କମ୍‌ ରହୁଛି। ସଂକ୍ରମିତଙ୍କ ସଂଖ୍ୟା କମିଲେ ମୃତ୍ୟୁହାର ମଧ୍ୟ କମିବ।” ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ।

ମହାମାରୀ କରୋନା ଏବେ ଉଗ୍ର ରୂପ ଧାରଣ କରିଛି। ପ୍ରତିଦିନ ହଜାର ହଜାର ଲୋକ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଆଜି ସମଗ୍ର ରାଜ୍ୟ ରେକର୍ଡ ସଂଖ୍ୟକ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୬୯୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୩୨୪ ଜଣ ଲୋକାଲ୍‌ କେସ୍‌। ସେହିପରି ଆଜି ରାଜ୍ୟରେ କରୋନା ୧୯ ଜଣଙ୍କ ଜୀବନ ନେଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୭୩ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୮୨୮, କଟକ ଜିଲ୍ଲାରୁ ୯୧୬,  କଳାହାଣ୍ଡି ଜିଲ୍ଲାରୁ ୫୮୦, ସମ୍ବଲପୁରରୁ ୫୪୪, ଅନୁଗୋଳ ଜିଲ୍ଲାରୁ ୪୮୦, ବାଲେଶ୍ୱରରୁ ୪୩୭, ବରଗଡ଼ରୁ ୪୭୫, ଭଦ୍ରକରୁ ୩୮୧, ଗଞ୍ଜାମରୁ ୩୧୨, ଯାଜପୁରରୁ ୩୧୮, ଝାରସୁଗୁଡ଼ାରୁ ୩୦୬, ପୁରୀରୁ ୩୬୯, ଷ୍ଟେଟ ପୁଲରୁ ୩୫୭, ବଲାଙ୍ଗିରରୁ ୨୬୦, ବୌଦ୍ଧରୁ ୧୨୮, ଦେବଗଡ଼ରୁ ୬୦, ଢେଙ୍କାନାଳରୁ ୧୪୨, ଗଜପତିରୁ ୯୧, ଜଗତସିଂହପୁରରୁ ୧୬୮, କନ୍ଧମାଳରୁ ୬୯, କେନ୍ଦ୍ରାପଡ଼ାରୁ ୧୯୨, କେନ୍ଦୁଝରରୁ ୧୭୯, କୋରାପୁଟରୁ ୧୩୦, ମାଲକାନଗିରିରୁ ୬୦, ମୟୂରଭଞ୍ଜରୁ ୨୫୭, ନବରଙ୍ଗପୁରରୁ ୨୮୨, ନୟାଗଡ଼ରୁ ୧୯୪, ନୂଆପଡ଼ାରୁ ୨୯୦, ରାୟଗଡ଼ାରୁ ୨୦୧ ଓ ସୋନପୁରରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story