ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୫ ତାରିଖ ଅର୍ଥାତ ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ। ଅପରାହ୍ନ ୪ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ସମ୍ପର୍କରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଲେ।
ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଚଳିତ ବର୍ଷ ସବୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି। ଅଗଷ୍ଟ ମାସରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।
Miscellaneous
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।
Crime
ବୁର୍ଲା ଭୀମସାରରୁ ପୁଣି ନବଜାତ ଶିଶୁ ଚୋରି
ଅଜଣା ମହିଳା ଶିଶୁକୁ ଧରି ଯାଉଥିବା ଦୃଶ୍ୟ ସିସିଟିଭିରେ ହୋଇଛି କଏଦ। ଫୁଟେଜ୍ ଆଧାରରେ ମହିଳାଙ୍କୁ ଖୋଜୁଛି ପୁଲିସ।
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।