୫ରେ ବାହାରିବ ଯୁକ୍ତ ୨ କଳା ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୫ ତାରିଖ ଅର୍ଥାତ ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ।  ଅପରାହ୍ନ ୪ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ସମ୍ପର୍କରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଲେ। ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଚଳିତ ବର୍ଷ ସବୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି।   ଅଗଷ୍ଟ ମାସରେ ଯୁକ୍ତ ୨ ବିଜ୍ଞାନ ଓ  ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି।

result

Niharika Rout
  • Published: Thursday, 03 September 2020
  • , Updated: 03 September 2020, 11:39 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୫ ତାରିଖ ଅର୍ଥାତ ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ରେଜଲ୍ଟ।  ଅପରାହ୍ନ ୪ଟାରେ CHSE କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ସମ୍ପର୍କରେ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଲେ।

ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଚଳିତ ବର୍ଷ ସବୁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହେଉଛି।   ଅଗଷ୍ଟ ମାସରେ ଯୁକ୍ତ ୨ ବିଜ୍ଞାନ ଓ  ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି।

Related story