ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାର ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ୱାର୍ଡରୁ କଣ୍ଟେନମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ ୧ ନମ୍ବର ୱାର୍ଡରୁ ବି ଏହି କଟକଣାକୁ ହଟାଇ ଦିଆଯାଇଛି। ଏପ୍ରିଲ୍‌ ୫ ତାରିଖ ଠାରୁ ଏଠାରେ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଥିଲା। ତେବେ ଏସବୁ ସ୍ଥାନରେ ଏବେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। ସିଡିଏମ୍‌ଓ […]

coronacuttack

coronacuttack

Jitendra Garnayak
  • Published: Monday, 13 April 2020
  • Updated: 13 April 2020, 02:46 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାର ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ୱାର୍ଡରୁ କଣ୍ଟେନମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ ୧ ନମ୍ବର ୱାର୍ଡରୁ ବି ଏହି କଟକଣାକୁ ହଟାଇ ଦିଆଯାଇଛି। ଏପ୍ରିଲ୍‌ ୫ ତାରିଖ ଠାରୁ ଏଠାରେ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଥିଲା। ତେବେ ଏସବୁ ସ୍ଥାନରେ ଏବେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ।

ସିଡିଏମ୍‌ଓ ଓ ଉଭୟ ତହସିଲଦାରଙ୍କ ରିପୋର୍ଟ ମିଳିବା ପରେ ଜିଲ୍ଲା ପ୍ରଶାସନ ଏସବୁ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣା ହଟାଇ ଦେଇଛନ୍ତି। ଏସମସ୍ତ ଅଞ୍ଚଳରେ କରୋନା ବ୍ୟାପି ନଥିବା ନେଇ ରିପୋର୍ଟ ପ୍ରଦାନ କରାଯାଇଛି। ଏହି ସ୍ଥାନଗୁଡ଼ିକରୁ ସଂଗ୍ରହ କରାଯାଇଥିବା ସମସ୍ତ ସାମ୍ପଲର ରିପୋର୍ଟ ନେଗେଟିଭ୍ ଆସିଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଜିଲ୍ଲାର ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣାକୁ ଉଠାଇ ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story