ଆଦିତ୍ୟ ଦାଶ ମୃତ୍ୟୁ ମାମଲା; ହତ୍ୟା ପ୍ରମାଣ ପାଉନି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଷ୍ଟାଟସ ରିପୋର୍ଟ ଦାଖଲ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ହତ୍ୟା ନେଇ କୌଣସି ପ୍ରମାଣ ମିଳି ନଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ଜଣାଇ ଦିଆଯାଇଛି। ଏଥିସହ ତଦନ୍ତକାରୀ ଅଧିକାରୀଙ୍କୁ କୋଭିଡ୍ ଯୋଗୁ ଅପ୍ ଟୁ ଡେଟ୍ ଷ୍ଟାଟସ ରିପୋର୍ଟ ପାଇଁ ଅଧିକ ସମୟ ମାଗିଛି କ୍ରାଇମବ୍ରାଞ୍ଚ । ଆସନ୍ତା ୨୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି। ସୂଚନାଯୋଗ୍ୟ, […]

aaditya das

aaditya das

Niharika Rout
  • Published: Wednesday, 11 November 2020
  • Updated: 11 November 2020, 02:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଷ୍ଟାଟସ ରିପୋର୍ଟ ଦାଖଲ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ହତ୍ୟା ନେଇ କୌଣସି ପ୍ରମାଣ ମିଳି ନଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ଜଣାଇ ଦିଆଯାଇଛି। ଏଥିସହ ତଦନ୍ତକାରୀ ଅଧିକାରୀଙ୍କୁ କୋଭିଡ୍ ଯୋଗୁ ଅପ୍ ଟୁ ଡେଟ୍ ଷ୍ଟାଟସ ରିପୋର୍ଟ ପାଇଁ ଅଧିକ ସମୟ ମାଗିଛି କ୍ରାଇମବ୍ରାଞ୍ଚ । ଆସନ୍ତା ୨୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତଦେହ ଜୁଲାଇ ୭ ତାରିଖ ସକାଳେ ରେଳ ଧାରଣାରୁ ମିଳିଥିଲା। ଜିଆର୍‌ପି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ  ଅଭିଯୁକ୍ତଙ୍କ ପାଖରେ ପହଞ୍ଚି ପାରିନଥିଲା। ଏହା ପରେ ଡିଜିପି ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story