ଆଡପ ମଣ୍ଡପରେ ବିଜେ ହେଲେ ତିନି ଠାକୁର, କାଲିଠୁ ମହାପ୍ରସାଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଡ଼ପ ମଣ୍ଡପକୁ ବିଜେ ହେଲେ ରଥାରୁଢ ତିନି ଠାକୁର। ଆଜି ସନ୍ଧ୍ୟାରେ ଗୋଟି ପହଣ୍ଡିରେ ପ୍ରଥମେ ଆଡପ ମଣ୍ଡପକୁ ବିଜେ କରିଥିଲେ ବଡ଼ଠାକୁର ବଳଭଦ୍ର। ବିଜେ କାହାଳୀ ବାଜିବା ପରେ ପ୍ରଥମେ ମଦନମୋହନ, ରାମକୃଷ୍ଣ ଓ ପରେ ସୁଦର୍ଶନ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଏହାପରେ ବଳଭଦ୍ରଙ୍କୁ ସେବାୟତମାନେ ଆଡ଼ପ ମଣ୍ଡପରେ ଅବସ୍ଥାନ କରାଇ ସୁଭଦ୍ରାଙ୍କୁ ପହଣ୍ଡରେ ନେଇଥିଲେ। ସବା ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ଏହା ପୂର୍ବରୁ ଆଜି ରଥ […]

rath

rath

Manoranjan Sial
  • Published: Wednesday, 24 June 2020
  • Updated: 24 June 2020, 10:04 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆଡ଼ପ ମଣ୍ଡପକୁ ବିଜେ ହେଲେ ରଥାରୁଢ ତିନି ଠାକୁର। ଆଜି ସନ୍ଧ୍ୟାରେ ଗୋଟି ପହଣ୍ଡିରେ ପ୍ରଥମେ ଆଡପ ମଣ୍ଡପକୁ ବିଜେ କରିଥିଲେ ବଡ଼ଠାକୁର ବଳଭଦ୍ର। ବିଜେ କାହାଳୀ ବାଜିବା ପରେ ପ୍ରଥମେ ମଦନମୋହନ, ରାମକୃଷ୍ଣ ଓ ପରେ ସୁଦର୍ଶନ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଏହାପରେ ବଳଭଦ୍ରଙ୍କୁ ସେବାୟତମାନେ ଆଡ଼ପ ମଣ୍ଡପରେ ଅବସ୍ଥାନ କରାଇ ସୁଭଦ୍ରାଙ୍କୁ ପହଣ୍ଡରେ ନେଇଥିଲେ। ସବା ଶେଷରେ ଜନ୍ମବେଦୀକୁ ବିଜେ କରିଥିଲେ ମହାପ୍ରଭୁ ଜଗନ୍ନାଥ। ଏହା ପୂର୍ବରୁ ଆଜି ରଥ ଉପରେ ଠାକୁରଙ୍କର ସମସ୍ତ ନୀତିକାନ୍ତି ଶୃଙ୍ଖଳିତ ଭାବେ ଶେଷ ହୋଇଥିଲା। ଏପଟେ ଆଡ଼ପ ମଣ୍ଡରେ ଠାକୁରମାନେ ଅବସ୍ଥାନ କରିବା ବେଳେ ଶ୍ରଦ୍ଧାଳଙ୍କୁ ଦର୍ଶନ ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ଅନ୍ୟପକ୍ଷରେ ଆସନ୍ତାକାଲିଠୁ ବାହାରିବ ମହାପ୍ରସାଦ। ଭକ୍ତମାନେ ମହାପ୍ରସାଦ ପାଇବା ପାଇଁ ବ୍ୟବସ୍ଥା କରାଯିବ। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ଏଥିପାଇଁ ଗୋଟିଏ ସ୍ଥାନ ନିରୂପଣ ହେବ। କାଲି ଏ ନେଇ ସୂଚନା ଦିଆଯିବ। ଏଥିପାଇଁ ଟୋକନ ବ୍ୟବସ୍ଥା କରାଯିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଏହାଛଡ଼ା କାଲିଠାରୁ ASIର ଅନୁଧ୍ୟାନ କାର୍ଯ୍ୟ ଆରମ୍ଭ କରାଯିବ। ଗର୍ଭଗୃହ, ନାଟମଣ୍ଡପ ଓ ଜଗମୋହନ ସ୍ଥିତି ଅନୁଧ୍ୟାନ ହେବ। ସମସ୍ତ ସେବାୟତ ଓ ASI ସଦସ୍ୟଙ୍କର କରୋନା ଟେଷ୍ଟ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story